Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:54 - ପବିତ୍ର ବାଇବଲ (CL) NT (BSI)

54 ସେମାନେ ତାଙ୍କ କଥାର ଛିଦ୍ର ଧରିବା ପାଇଁ ଜଗି ରହିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପାତି ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

54 ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

54 କାରଣ ସେମାନେ ଯୀଶୁଙ୍କୁ କିଛି ଭୁଲ୍ କଥା କୁହାଇ ଫାନ୍ଦରେ ପକେଇବାକୁ ବାଟ ଖୋଜୁ ଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:54
12 Referans Kwoze  

କେତେକ ଫାରୁଶୀ ଓ ହେରୋଦ ଦଳର କେତେ ଜଣ ଯୀଶୁଙ୍କୁ ପ୍ରଶ୍ନ ପଚାରି ଫାନ୍ଦରେ ପକାଇବା ପାଇଁ ଆସିଥିଲେ।


ଏବଂ ସେମାନଙ୍କ ମଧ୍ୟରୁ ଜଣେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଗୋଟିଏ ପ୍ରଶ୍ନ କଲା,


କେତେ ଜଣ ଫାରୁଶୀ ଯୀଶୁଙ୍କୁ ପ୍ରଶ୍ନ ପଚାରି ତାଙ୍କୁ ଫାନ୍ଦରେ ପକାଇବା ପାଇଁ ଉପାୟ ପାଞ୍ଚିଲେ।


ତେଣୁ ସେମାନେ ସୁଯୋଗ ଖୋଜିଲେ। ତାଙ୍କୁ ରୋମୀୟ ଶାସକଙ୍କ ନିକଟରେ ଧରାଇ ଦେବା ପାଇଁ ନିଜକୁ ଧାର୍ମିକ ଦେଖାଉଥିବା କେତେକ ଗୁପ୍ତଚରଙ୍କୁ ସେମାନେ ପଠାଇଲେ।


ଯୀଶୁ ବିଶ୍ରାମବାରରେ ସେହି ଲୋକକୁ ସୁସ୍ଥ କରିବେ କି ନାହିଁ, ଏ ବିଷୟରେ ତାଙ୍କ ଦୋଷ ଧରି ଅଭିଯୋଗ ଆଣିବା ପାଇଁ କେତେକ ଲୋକ ତାଙ୍କ ପ୍ରତି ତୀକ୍ଷ୍ଣ ଦୃଷ୍ଟି ରଖିଥିଲେ।


କିନ୍ତୁ ଯୀଶୁ ସେମାନଙ୍କର କୂଟ ଉଦ୍ଦେଶ୍ୟ ଜାଣିଥିଲେ। ତେଣୁ ସେ କହିଲେ, “ଆହେ କପଟୀଗଣ, ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ?


ଯୀଶୁ ସେ ସ୍ଥାନ ଛାଡ଼ି ଚାଲି ଯାଉଥିବାବେଳେ ଧର୍ମଗୁରୁ ଓ ଫାରୁଶୀମାନେ ତାଙ୍କୁ ତୀବ୍ର ସମାଲୋଚନା କଲେ ଓ ପ୍ରତ୍ୟେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ।


ସେଠାରେ ସେମାନେ କୌଣସି ଉପାୟରେ ତାଙ୍କୁ ଧରି ନ ପାରି ଚୁପ୍ ରହିଲେ ଓ ତାଙ୍କ ଉତ୍ତରରେ ଚମତ୍‌କୃତ ହେଲେ।


କିନ୍ତୁ ସେମାନଙ୍କ କଥା ଶୁଣନ୍ତୁ ନାହିଁ; କାରଣ ଚାଳିଶ ଜଣରୁ ଅଧିକ ଲୋକ ତାଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ଭୋଜନ ପାନ କରିବେ ନାହିଁ ବୋଲି ଶପଥ ନେଇ ଛକି ରହିଛନ୍ତି। ବର୍ତ୍ତମାନ ସେମାନେ ଆପଣଙ୍କ ନିଷ୍ପତ୍ତିକୁ ଅପେକ୍ଷା କରି ପ୍ରସ୍ତୁତ ରହିଛନ୍ତି।”


Swiv nou:

Piblisite


Piblisite