ଲୂକ ଲିଖିତ ସୁସମାଚାର 11:6 - ପବିତ୍ର ବାଇବଲ (CL) NT (BSI)6 ମୋର ଜଣେ ବନ୍ଧୁ ଯାତ୍ରା କରୁ କରୁ ମୋ’ ଘରେ ଆସି ପହଞ୍ôଚଛନ୍ତି, ତାଙ୍କୁ ଖାଇବାକୁ ଦେବା ପାଇଁ ମୋ’ ପାଖରେ କିଛି ନାହିଁ।’ Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ, Gade chapit laଓଡିଆ ବାଇବେଲ6 କାରଣ ମୋହର ଜଣେ ପଥିକ ବନ୍ଧୁ ମୋ' ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋ' ପାଖରେ କିଛି ନାହିଁ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,’ Gade chapit la |