Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:7 - ପବିତ୍ର ବାଇବଲ (CL) NT (BSI)

7 ମନେକର, ଘର ଭିତରୁ ତୁମର ବନ୍ଧୁ ଉତ୍ତର ଦେବେ, ‘ମୋତେ ହଇରାଣ କର ନାହିଁ। କବାଟ ବନ୍ଦ ହୋଇ ଯାଇଛି, ମୁଁ ଓ ମୋର ପିଲାମାନେ ବିଶ୍ରାମ କରୁଛୁ। ମୁଁ ଏବେ ଉଠି ତୁମକୁ କିଛି ଦେଇପାରିବି ନାହିଁ’।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେ ଭିତରୁ ଏପରି ଉତ୍ତର ଦେବ, ମୋତେ କଷ୍ଟ ଦିଅ ନାହିଁ; ଦ୍ଵାର ବନ୍ଦ ହେଲାଣି, ଆଉ ମୋର ପିଲାମାନେ ମୋʼ ସାଙ୍ଗରେ ଶୋଇଅଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ଆଉ ସେ ଭିତରୁ ଏପରି ଉତ୍ତର ଦେବ, ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋର ପିଲାମାନେ ମୋ’ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭ ସାଙ୍ଗ ଘର ଭିତରୁ ଉତ୍ତର ଦେବ, ‘ତୁମ୍ଭେ ଗ୍ଭଲିଯାଅ। ମୋତେ ହଇରାଣ କର ନାହିଁ। ଦୁଆର ବନ୍ଦ ହୋଇ ଗଲାଣି। ମୁଁ ଓ ମୋ’ ପିଲାମାନେ ଶୋଇବାକୁ ଗଲୁଣି, ତୁମ୍ଭକୁ ରୋଟୀ ଦେବାକୁ ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 11:7
7 Referans Kwoze  

ଗୃହର କର୍ତ୍ତା ଉଠି ଦ୍ୱାର ବନ୍ଦ କରିବେ; ତା’ପରେ ତୁମ୍ଭେମାନେ ଯେତେବେଳେ ବାହାରେ ଠିଆହୋଇ ଦ୍ୱାରରେ ଆଘାତ କରି କହିବ, ‘ମହାଶୟ, ଆମ ପାଇଁ ଦ୍ୱାର ଖୋଲନ୍ତୁ!’ ସେ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁଠାରୁ ଆସିଛ, ମୁଁ ଜାଣେ ନାହିଁ!’


ପରିଶେଷରେ, ମୋର ଏତିକି କହିବା କଥା, ମୋତେ କେହି ଆଉ ଦୁଃଖ ନ ଦିଅନ୍ତୁ। କାରଣ ମୋ’ ଶରୀରରେ ଯେଉଁ ସବୁ କ୍ଷତ ଚିହ୍ନ ରହିଛି, ସେଥିରୁ ପ୍ରକାଶିତ ହୁଏ ଯେ, ମୁଁ ଯୀଶୁଙ୍କର କ୍ରୀତଦାସ।


ଯୀଶୁ ସେମାନଙ୍କ ସହିତ ଗଲେ। ସେମାନେ ସେନାଧ୍ୟକ୍ଷଙ୍କ ଘରଠାରୁ ଅଳ୍ପ ଦୂରରେ ଥିବା ସମୟରେ ସେ ତାଙ୍କର ସଙ୍ଗୀମାନଙ୍କୁ ଏହି କଥା କହିବା ପାଇଁ ଯୀଶୁଙ୍କ ନିକଟକୁ ପଠାଇଲେ, “ମହାଶୟ, ଆଉ କଷ୍ଟ କରନ୍ତୁ ନାହିଁ। ଆପଣ ଯେ ମୋ’ ଘରକୁ ଆସିବେ, ମୋର ସେ ଯୋଗ୍ୟତା ନାହିଁ।


ତେଣୁ ବୁଦ୍ଧିହୀନା କୁମାରୀମାନେ ତେଲ କିଣିବାକୁ ବାହାରିଲେ। ସେମାନେ ଚାଲିଯିବା ପରେ ବର ଆସି ପହଞ୍ଚିଲେ। ପ୍ରସ୍ତୁତ ଥିବା ପାଞ୍ଚଜଣ କୁମାରୀ ତାଙ୍କ ସହିତ ବିବାହ ଭୋଜିକୁ ଯିବା ପରେ ଦ୍ୱାର ବନ୍ଦ ହୋଇଗଲା।


ମୋର ଜଣେ ବନ୍ଧୁ ଯାତ୍ରା କରୁ କରୁ ମୋ’ ଘରେ ଆସି ପହଞ୍ôଚଛନ୍ତି, ତାଙ୍କୁ ଖାଇବାକୁ ଦେବା ପାଇଁ ମୋ’ ପାଖରେ କିଛି ନାହିଁ।’


ତା’ପରେ କ’ଣ ହେବ? ମୁଁ କହୁଛି ସେ ବନ୍ଧୁତା ଖାତିରିରେ ଉଠି ତୁମକୁ ରୋଟି ନ ଦେଲେ ସୁଦ୍ଧା, ତୁମେ ଲଜ୍ଜିତ ନ ହୋଇ ବାରମ୍ବାର ମାଗୁଥିବା ଦେଖି ସେ ଉଠିବ ଏବଂ ତୁମର ପ୍ରୟୋଜନୀୟ ସମସ୍ତ ବିଷୟ ଦେବ।


Swiv nou:

Piblisite


Piblisite