Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:1 - ପବିତ୍ର ବାଇବଲ (CL) NT (BSI)

1 ହଜାର ହଜାର ଲୋକଙ୍କ ସମାଗମ ଭିତରେ, ସେମାନେ ପରସ୍ପର ଉପରେ ମାଡ଼ି ପଡ଼ୁଥିବା ବେଳେ, ଯୀଶୁ ତାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫାରୁଶୀମାନଙ୍କ ଖମୀର ଅର୍ଥାତ୍ ସେମାନଙ୍କ କପଟତା ବିଷୟରେ ସାବଧାନ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ିପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ଵରୂପ କପଟତା ବିଷୟରେ ସାବଧାନ ହୋଇଥାଅ।

Gade chapit la Kopi

ଓଡିଆ ବାଇବେଲ

1 ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।

Gade chapit la Kopi

ପବିତ୍ର ବାଇବଲ

1 ହଜାର ହଜାର ଲୋକ ଆସି ଜମା ହୋଇ ଗଲେ। ଲୋକେ ଜଣେ ଜଣକୁ ମାଡ଼ି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ୟମାନଙ୍କୁ କହିଲେ, “ଫାରୂଶୀମାନଙ୍କ ଖମୀରଠାରୁ ଦୂରରେ ରୁହ। ମୋ’ କହିବାର ଅଭିପ୍ରାୟ ହେଉଛି ଯେ, ସେମାନେ କପଟୀ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:1
18 Referans Kwoze  

ଅତଏବ, ସବୁ ପ୍ରକାର ଅସତ୍ ବିଷୟରୁ ନିବୃତ୍ତ ହୁଅ।


କିନ୍ତୁ ଉଦ୍ଧ୍ୱର୍ରୁ ଆଗତ ଜ୍ଞାନ ପ୍ରଥମତଃ, ବିଶୁଦ୍ଧ; ତାହା ମଧ୍ୟ ଶାନ୍ତି ପ୍ରଦାୟକ, ସୁଶାନ୍ତ ଓ ମୈତ୍ରୀ-ଭାବାପନ୍ନ। ତାହା ଅନୁକମ୍ପାରେ ପରିପୂର୍ଣ୍ଣ ଓ ହୁଳଭାବେ ସତ୍କର୍ମରୂପେ ଫଳ ଉତ୍ପାଦସନ କରେ; ତାହା ନିରପେକ୍ଷ ଓ ଛଳନାଶୂନ୍ୟ।


ପ୍ରବଞ୍ଚକମାନେ! ତୁମ୍ଭେମାନେ ପୃଥିବୀ ଓ ଆକାଶକୁ ଦେଖି ପାଣିପାଗ ବିଷୟରେ ସୂଚନା ଦେଇପାର; ଅଥଚ ବର୍ତ୍ତମାନ ଯୁଗର ଲକ୍ଷଣ ସବୁ ବୁଝିପାରୁ ନାହଁ?


ମୁଁ ପ୍ରାପ୍ତ ହୋଇଥିବା ଗୋଟିଏ ଶିକ୍ଷା ତୁମ୍ଭମାନଙ୍କୁ ଜଣାଇ ଅଛି। ତାହା ସବୁଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ। ତାହା ହେଉଛି, ଧର୍ମଶାସ୍ତ୍ରରେ ଲିଖିତ ହୋଇଥିବା ପ୍ରକାରେ, ଖ୍ରୀଷ୍ଟ ଆମର ପାପ ପାଇଁ ମୃତ୍ୟୁଭୋଗ କଲେ,


ତାଙ୍କ କଥା ଶୁଣିବା ପରେ ସେମାନେ ସମସ୍ତେ ଈଶ୍ୱରଙ୍କ ପ୍ରଂଶସା କଲେ। ତା’ପରେ ସେମାନେ କହିଲେ, “ଭାଇ ପାଉଲ, ଆପଣ ଦେଖୁଛନ୍ତି, କିପରି ଏବେ ହଜାର ହଜାର ସଂଖ୍ୟାରେ ଇହୁଦୀମାନେ ପ୍ରଭୁଯୀଶୁଙ୍କଠାରେ ବିଶ୍ୱାସ କରୁଛନ୍ତି ଏବଂ ସେମାନେ ବ୍ୟବସ୍ଥା ପ୍ରତି ମଧ୍ୟ ବିଶ୍ୱସ୍ତ ରହିଛନ୍ତି।


ତୁମ ଦଶା କି ଶୋଚନୀୟ! ତୁମେ ଚିହ୍ନା ପଡ଼ୁ ନ ଥିବା କବର ପରି। ତା’ ଉପରେ ଲୋକମାନେ ଅଜାଣତରେ ଯିବା ଆସିବା କରନ୍ତି।”


ଯୀଶୁ ପ୍ରେରିତ ଶିଷ୍ୟମାନଙ୍କ ସହିତ ପାହାଡ଼ରୁ ଓହ୍ଲାଇ ତାଙ୍କର ବହୁସଂଖ୍ୟକ ଅନୁଗାମୀମାନଙ୍କ ସହିତ ଏକ ସମତଳ ସ୍ଥାନରେ ଠିଆହେଲେ। ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରୁ ଏବଂ ଯିରୂଶାଲମ, ସୋର ଓ ଶିଦୋନର ଉପକୂଳବର୍ତ୍ତୀ ଅଞ୍ଚଳରୁ ଅନେକ ଲୋକ ସେଠାରେ ଉପସ୍ଥିତ ଥିଲେ।


କିନ୍ତୁ ଯୀଶୁଙ୍କ କାର୍ଯ୍ୟକଳାପର ସମ୍ବାଦ ଆହୁରି ବ୍ୟାପିଗଲା ଏବଂ ବହୁସଂଖ୍ୟକ ଲୋକ ତାଙ୍କ କଥା ଶୁଣିବା ପାଇଁ ଓ ରୋଗ ମୁକ୍ତ ହେବା ପାଇଁ ତାଙ୍କ ନିକଟକୁ ଆସିଲେ।


ଦିନେ ଯୀଶୁ ଗିନେସରତ୍ ହ୍ରଦ କୂଳରେ ଛିଡ଼ା ହୋଇଥିଲେ ଓ ଲୋକମାନେ ତାଙ୍କଠାରୁ ଈଶ୍ୱରଙ୍କ ବାକ୍ୟ ଶୁଣିବା ପାଇଁ ତାଙ୍କ ଉପରେ ମାଡ଼ି ପଡ଼ୁଥିଲେ।


କିନ୍ତୁ ତୁମ୍ଭେମାନେ ଆସିଛ ସିୟୋନ ପବିତକୁ, ଜୀବନ୍ତ ଈଶ୍ୱରଙ୍କ ନଗରୀ ସ୍ୱର୍ଗୀୟ ଯିରୂଶାଲମକୁ, ଯେଉୂଁଠାରେ ସହସ୍ର ସହସ୍ର ସ୍ୱର୍ଗଦୂତମାନଙ୍କର ସମାବେଶ।


Swiv nou:

Piblisite


Piblisite