Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:12 - ପବିତ୍ର ବାଇବଲ (CL) NT (BSI)

12 କାରଣ ତୁମେ କ’ଣ କହିବ, ପବିତ୍ରଆତ୍ମା ସେ ସମୟରେ ତୁମକୁ ଜଣାଇବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ଦଣ୍ତରେ ତୁମ୍ଭମାନଙ୍କୁ ଶିଖାଇବେ।

Gade chapit la Kopi

ଓଡିଆ ବାଇବେଲ

12 କାରଣ କ'ଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”

Gade chapit la Kopi

ପବିତ୍ର ବାଇବଲ

12 କାରଣ ସେହି ସମୟରେ ପବତ୍ର ଆତ୍ମା ତୁମ୍ଭମାନଙ୍କୁ ଶିଖାଇ ଦେବେ ତୁମ୍ଭମାନଙ୍କୁ କ’ଣ କହିବାକୁ ହେବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 12:12
11 Referans Kwoze  

କାରଣ ମୁଁ ତୁମକୁ ଏପରି ବାକ୍ଶକ୍ତି ଓ ଜ୍ଞାନ ଦେବି ଯେ ତୁମ୍ଭମାନଙ୍କ କଥାକୁ ତୁମ ଶତ୍ରୁମାନେ ମିଥ୍ୟା ପ୍ରମାଣିତ କରି ଖଣ୍ଡନ କରି ପାରିବେ ନାହିଁ।


ଠିକ୍ ସମୟରେ ତାହା ତୁମ୍ଭମାନଙ୍କୁ ଜଣାଇ ଦିଆଯିବ। କାରଣ ତୁମକୁ ନିଜେ କିଛି କହିବାକୁ ପଡ଼ିବ ନାହିଁ। ପିତା ଈଶ୍ୱରଙ୍କର ପବିତ୍ର ଆତ୍ମା ତୁମ ମୁଖଦେଇ କଥା କହିବେ।


ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ଯିହୁଦୀ ଜାତିର ଶାସକ ଓ ଧର୍ମନେତାବୃନ୍ଦ!


କିନ୍ତୁ ପବିତ୍ରଆତ୍ମା ସ୍ତିଫାନଙ୍କୁ ଏପରି ଆଜ୍ଞା ଦେଲେ ଯେ, କେହି ତାଙ୍କର ଯୁକ୍ତି ଖଣ୍ଡନ କରିପାରିଲେ ନାହିଁ।


କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ସ୍ୱର୍ଗଆଡ଼େ ଦୃଷ୍ଟିପାତ କଲେ ଏବଂ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ତାଙ୍କର ଦକ୍ଷିଣ ପାଶ୍ୱର୍ରେ ଠିଆ ହୋଇଥିବାର ଦେଖିଲେ।


ତୁମ୍ଭମାନଙ୍କର ବିଚାର ହେବାବେଳେ କ’ଣ କହିବ ଓ କିପରି କହିବ, ଏ ବିଷୟରେ ଚିନ୍ତିତ ହୁଅ ନାହିଁ।


ଲୋକ ଗହଳି ମଧ୍ୟରେ ଜଣେ ଲୋକ ଯୀଶୁଙ୍କୁ କହିଲା, ଗୁରୁ, ଆମ ବାପା ଆମ ପାଇଁ ଯେଉଁ ସମ୍ପତ୍ତି ଛାଡ଼ି ଯାଇଛନ୍ତି, ମୋ’ ସହିତ ତାହା ଭାଗ କରିବା ପାଇଁ ମୋର ଭାଇକୁ କହନ୍ତୁ।”


Swiv nou:

Piblisite


Piblisite