Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:16 - ପବିତ୍ର ବାଇବଲ (CL) NT (BSI)

16 ତା’ପରେ ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କଥା କହିଲେ, “ଜଣେ ଧନୀ ଲୋକର ଜମିରୁ ଏତେ ଶସ୍ୟ ଉତ୍ପନ୍ନ ହୋଇଥିଲା ଯେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା।

Gade chapit la Kopi

ଓଡିଆ ବାଇବେଲ

16 ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା।

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ଶୁଣାଇଲେ: “ଜଣେ ଧନୀ ଲୋକର କେତେକ ଜମି ଥିଲା। ସେହି ଜମିରେ ବହୁତ ଖାଦ୍ୟଶସ୍ୟ ଫଳିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:16
13 Referans Kwoze  

କିନ୍ତୁ ତାଙ୍କର ସକଳ ଉତ୍ତମ କାର୍ଯ୍ୟ ଦ୍ୱାରା ସେ ସର୍ବଦା ତାଙ୍କର ଅସ୍ତିତ୍ୱର ସୂଚନା ଦେଇଛନ୍ତି; ସେ ଆକାଶରୁ ବୃଷ୍ଟି ଓ ଉପଯୁକ୍ତ ସମୟରେ ଫସଲ ଦିଅନ୍ତି, ଖାଦ୍ୟ ଯୋଗାନ୍ତି ଓ ଆନନ୍ଦରେ ତୁମ ହୃଦୟ ପୂର୍ଣ୍ଣ କରନ୍ତି।”


ଏହା କଲେ ଈଶ୍ୱରଙ୍କ ସନ୍ତାନ ବୋଲି ପରିଚିତ ହେବ। କାରଣ ଈଶ୍ୱର ଉତ୍ତମ ଓ ଅଧମ, ଉଭୟ ପ୍ରକାର ଲୋକଙ୍କୁ ସୂର୍ଯ୍ୟ କିରଣ ଦିଅନ୍ତି ଏବଂ ସତ୍କର୍ମ ଓ ଦୁଷ୍କର୍ମକାରୀ ସମସ୍ତଙ୍କୁ ବର୍ଷା ଯୋଗାଇ ଦିଅନ୍ତି।


କିନ୍ତୁ ଆଉ କେତେ ବିହନ ଭଲ ଜମିରେ ପଡ଼ି ଗଛ ହୋଇ ଫଳ ଧରିଲା। କେତେ ଶହେ ଗୁଣ, କେତେ ଷାଠିଏ ଗୁଣ ଓ କେତେ ତିରିଶ ଗୁଣ ଫଳିଲା।”


ପୁଣି ସେ ସେମାନଙ୍କୁ କହିଲେ, “ସବୁ ପ୍ରକାର ଲୋଭରୁ ନିଜକୁ ଦୂରେଇ ରଖ, କାରଣ ଜଣେ ଲୋକର ଜୀବନ ତା’ ସମ୍ପତ୍ତିର ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରି ନ ଥାଏ।”


ସେ ଭାବିବାକୁ ଲାଗିଲା, ‘ମୋର ଶସ୍ୟ ସବୁ ରଖିବା ପାଇଁ ଆଉ କୌଣସି ସ୍ଥାନ ନାହିଁ। ମୁଁ କ’ଣ କରିବି?’


Swiv nou:

Piblisite


Piblisite