Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:12 - ପବିତ୍ର ବାଇବଲ (CL) NT (BSI)

12 ଯୀଶୁ ତାକୁ ଦେଖି କହିଲେ, “ତୁମେ ସୁସ୍ଥ ହେଲ!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।

Gade chapit la Kopi

ଓଡିଆ ବାଇବେଲ

12 ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।”

Gade chapit la Kopi

ପବିତ୍ର ବାଇବଲ

12 ଯୀଶୁ ତାକୁ ଡାକି ପାଖରେ ଦେଖି କହିଲେ, “ହେ ନାରୀ ତୁମ୍ଭର ପୀଡ଼ିତା ଅବସ୍ଥା ବର୍ତ୍ତମାନ ଗ୍ଭଲିଯାଇଛି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 13:12
9 Referans Kwoze  

ସନ୍ଧ୍ୟା ହେବାରୁ ଲୋକେ ଅନେକ ଭୂତଗ୍ରମ୍ତ ଲୋକଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ପଦେ ମାତ୍ର କଥରେ ସେ ପ୍ରେତାମ୍ରାଗୁଡ଼ିକୁ ତଡ଼ି ଦେଲେ ଓ ପୀଡ଼ିତ ଲୋକଙ୍କୁ ସୁସ୍ଥକଲେ।


ବର୍ତ୍ତମାନ ଏଠାରେ ଅବ୍ରାହାମଙ୍କ ବଂଶଜ ଜଣେ ଅଛି। ତାକୁ ଶୟତାନ ଅଠର ବର୍ଷ ଧରି ବାନ୍ଧି ରଖିଛି; ସେ ବିଶ୍ରାମବାର ଦିନ ମୁକ୍ତ ହେବା କ’ଣ ଉଚିତ ନୁହେଁ?”


ଯୀଶୁ ସମଗ୍ର ଗାଲିଲୀ ପର୍ଯ୍ୟଟନ କରି ଉପାସନା ଗୃହମାନଙ୍କରେ ଶିକ୍ଷା ଦେଲେ। ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କଲେ ଏବଂ ନାନାବିଧ ରୋଗୀ ଓ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କଲେ।


ସେଠାରେ ଜଣେ ସ୍ତ୍ରୀ ଲୋକକୁ ଭୂତ ଲାଗି ଥିବାରୁ ସେ ଅଠର ବର୍ଷ ଧରି ଅସୁସ୍ଥ ଥିଲା; ସେ କୁଜା ହୋଇ ରହି ଯାଇଥିଲା ଏବଂ ଆଦୌ ସଳଖ ହୋଇପାରୁ ନ ଥିଲା।


ଯୀଶୁ ତା’ ଉପରେ ତାଙ୍କର ହାତ ରଖିଲେ ଏବଂ ସେହିକ୍ଷଣି ସେ ନିଜକୁ ସଳଖ କରି ପାରିଲା ଓ ଈଶ୍ୱରଙ୍କ ପ୍ରଶଂସା କଲା।


Swiv nou:

Piblisite


Piblisite