Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:13 - ପବିତ୍ର ବାଇବଲ (CL) NT (BSI)

13 ଯୀଶୁ ତା’ ଉପରେ ତାଙ୍କର ହାତ ରଖିଲେ ଏବଂ ସେହିକ୍ଷଣି ସେ ନିଜକୁ ସଳଖ କରି ପାରିଲା ଓ ଈଶ୍ୱରଙ୍କ ପ୍ରଶଂସା କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ସେ ତାହା ଉପରେ ହାତ ଥୋଇଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

13 ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ

13 ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା'ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହେବାକୁ ସକ୍ଷମ ହେଲା। ସେ ପରମେଶ୍ୱରଙ୍କ ସ୍ତୁତି କଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:13
13 Referans Kwoze  

ସାପକୁ ଧରିଲେ କିମ୍ବା ବିଷପାନ କଲେ, ସେମାନଙ୍କର କିଛି କ୍ଷତି ହେବ ନାହିଁ। ସେମାନେ ପୀଡ଼ିତ ଲୋକମାନଙ୍କ ଉପରେ ହସ୍ତାର୍ପଣ କଲେ, ସେମାନେ ସୁସ୍ଥ ହେବେ।”


ଏବଂ ଯୀଶୁଙ୍କୁ ଦେଖି ତାଙ୍କ ଗୋଡ଼ ତଳେ ପଡ଼ି ଆକୁଳ ନିବେଦନ କଲେ, “ମୋ’ ଝିଅଟି ସାଂଘାତିକଭାବେ ଅସୁସ୍ଥ ହୋଇ ପଡ଼ିଛି। ଆପଣ ଆସି ତା’ ଉପରେ ହାତ ଥୋଇଲେ, ସେ ସୁସ୍ଥ ହୋଇ ବଞ୍ଚିବ।”


ଯୀଶୁ ଏଥିରେ ଲୋକଟିର ଆଖି ଉପରେ ନିଜ ହାତ ରଖିଲେ ଓ ଲୋକଟି ଭଲ କରି ନିରୀକ୍ଷଣ କଲା। ହଠାତ୍ ତା’ର ଦୃଷ୍ଟିଶକ୍ତି ଫେରି ଆସିଲା ଓ ସେ ସ୍ପଷ୍ଟଭାବେ ଦେଖି ପାରିଲା।


ତେଣୁ କେତେକ ପୀଡ଼ିତ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବ୍ୟତୀତ ଯୀଶୁ ସେଠାରେ ଅନ୍ୟ କୌଣସି ଅଲୌକିକ କର୍ମ କରି ପାରିଲେ ନାହିଁ।


ସୂର୍ଯ୍ୟାସ୍ତ ପରେ ଲୋକେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥିବା ସେମାନଙ୍କ ବନ୍ଧୁମାନଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ସେ ପ୍ରତ୍ୟେକଙ୍କ ଉପରେ ତାଙ୍କର ହାତ ରଖି ସମସ୍ତଙ୍କୁ ସୁସ୍ଥ କଲେ।


ହନନିୟ ଗଲେ, ଶାଉଲ ଥିବା ଗୃହରେ ପ୍ରବେଶ କରି ତାଙ୍କ ଉପରେ ହାତ ରଖିଲେ। ସେ କହିଲେ, “ଭାଇ ଶାଉଲ, ଏଠାକୁ ଆସିବା ପଥରେ ଯେଉଁ ପ୍ରଭୁ ଯୀଶୁ ତୁମକୁ ଦର୍ଶନ ଦେଲେ, ସେ ମୋତେ ପଠାଇଛନ୍ତି, ଯେପରି ଆଉ ଥରେ ତୁମେ ଦୃଷ୍ଟି ପାଇବ ଓ ପବିତ୍ରଆତ୍ମାରେ ପୂର୍ଣ୍ଣ ହେବ।”


ସେହିକ୍ଷଣି ସେ ଦେଖି ପାରିଲା ଓ ଈଶ୍ୱରଙ୍କ ପ୍ରଶଂସା କରି ଯୀଶୁଙ୍କର ଅନୁଗମନ କଲା। ଲୋକମାନେ ଏହା ଦେଖି ଈଶ୍ୱରଙ୍କ ପ୍ରଶଂସା କଲେ।


ଲୋକେ ଏହା ସେଖି ଶଙ୍କିତ ହେଲେ। କିନ୍ତିୁ କନୁଷ୍ୟକୁ ଏପରି ଅଧିକାର ଦେଇଥିବାରୁ ସେମାନେ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ।


ଯୀଶୁ ତାକୁ ଦେଖି କହିଲେ, “ତୁମେ ସୁସ୍ଥ ହେଲ!”


Swiv nou:

Piblisite


Piblisite