Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:22 - ପବିତ୍ର ବାଇବଲ (CL) NT (BSI)

22 ଯୀଶୁ ଯିରୁଶାଲମକୁ ଯିବା ପଥରେ ବିଭିନ୍ନ ସହର ଓ ଗ୍ରାମମାନଙ୍କରେ ଲୋକମାନଙ୍କୁ ଉପଦେଶ ଦେଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଥିଉତ୍ତାରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

22 ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

22 ଯୀଶୁ ପ୍ରତ୍ୟେକ ନଗର ଓ ଗ୍ରାମରେ ଉପଦେଶ ଦେଉଥିଲେ। ସେ ଯାତ୍ରା କରୁ କରୁ ଯିରୁଶାଲମ ଆଡ଼କୁ ଯାଉଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:22
7 Referans Kwoze  

ଯୀଶୁଙ୍କ ସ୍ୱର୍ଗାରୋହଣ ସମୟ ନିକଟବର୍ତ୍ତୀ ହେବାରୁ ସେ ଯିରୂଶାଲମ ଅଭିମୁଖେ ଯାତ୍ରା କରିବା ପାଇଁ ମନସ୍ଥ କଲେ।


ଯୀଶୁ ପରିଭ୍ରମଣ କରି କରି ଆନକ ସହର ଓ ଗ୍ରାମକୁ ଗଲେ। ପ୍ରତ୍ୟକ ସ୍ଥାନରେ ସେ ସମାଜ ଗୃହରେ ଶିକ୍ଷା ଦେଲେ, ସ୍ୱର୍ଗରାଜ୍ୟର ଶୁଭବାର୍ତ୍ତା ପ୍ରଚାର କଲେ ଏବଂ ନାନା ଅସୁସ୍ଥ ଓ ରୋଗଗ୍ରସ୍ତ ଲୋକଙ୍କୁ ସୁସ୍ଥ କଲେ।


ତୁମ୍ଭେମାନେ ନାଜରିତର ଯୀଶୁଙ୍କ ବିଷୟରେ ଓ ଈଶ୍ୱର କିପରି ତାଙ୍କ ଉପରେ ପବିତ୍ର ଆତ୍ମା ଓ ଶକ୍ତି ଢାଳି ଦେଇଥିଲେ, ତାହା ଜାଣ। ସେ ସବୁଆଡ଼େ ଯାଇ ମହତ୍ କାର୍ଯ୍ୟ ସାଧନ କଲେ। ଶୟତାନର କବଳରେ ଥିବା ଲୋକଙ୍କୁ ସୁସ୍ଥ କଲେ, କାରଣ ଈଶ୍ୱର ତାଙ୍କ ସହିତ ଥିଲେ।


ସେମାନଙ୍କ ଅବିଶ୍ୱାସ ଦେଖି ଯୀଶୁ ବିସ୍ମିତ ହେଲେ। ତା’ପରେ ଯୀଶୁ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯାଇ ଲୋକଙ୍କୁ ଶିକ୍ଷା ଦେଲେ।


କେହି ଜଣେ ତାଙ୍କୁ ପଚାରିଲା, “ମହାଶୟ, ଅଳ୍ପ କେତେଜଣ କ’ଣ ପରିତ୍ରାଣ ପାଇବେ?”


Swiv nou:

Piblisite


Piblisite