Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:26 - ପବିତ୍ର ବାଇବଲ (CL) NT (BSI)

26 ତୁମ୍ଭେମାନେ କହିବ, ‘ଆମେ ଆପଣଙ୍କ ସହିତ ଭୋଜନ ପାନ କରିଥିଲୁ, ଆପଣ ଆମ ସହରରେ ଶିକ୍ଷା ଦେଇଥିଲେ!’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ସେସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି ଆପଣ ଆମ୍ଭମାନଙ୍କ ଦାଣ୍ତମାନଙ୍କରେ ଶିକ୍ଷା ଦେଲେ;

Gade chapit la Kopi

ଓଡିଆ ବାଇବେଲ

26 ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;

Gade chapit la Kopi

ପବିତ୍ର ବାଇବଲ

26 ତା'ପରେ ତୁମ୍ଭେମାନେ କହିବ, ‘ଆମ୍ଭେ ତୁମ୍ଭ ସହିତ ଏକାଠି ଖାଇଛୁ, ପିଇଛୁ। ତୁମ୍ଭେମାନେ ଆମ୍ଭ ନଗର ଗଳିମାନଙ୍କରେ ଉପଦେଶ ଦେଇଛ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 13:26
5 Referans Kwoze  

ସେମାନେ ଈଶ୍ୱରଙ୍କୁ ଜାଣିଛନ୍ତି ବୋଲି ଜୋର କରି କହନ୍ତି, କିନ୍ତୁ କାର୍ଯ୍ୟତଃ ସେମାନେ ଏ କଥା ଅସ୍ୱୀକାର କରନ୍ତି। ସେମାନେ ବିଦ୍ୱେଷପୂର୍ଣ୍ଣ ଏବଂ ଦୁର୍ଦ୍ଦାନ୍ତ - କୌଣସି ସତ୍କାର୍ଯ୍ୟ ସାଧନ କରିବାକୁ ସେମାନେ ଯୋଗ୍ୟ ନୁହନ୍ତି।


ଧର୍ମର ପ୍ରକୃତ ଶକ୍ତିକୁ ଅସ୍ୱୀକାର କରି ସେମାନେ ବାହ୍ୟିକ ଧର୍ମକର୍ମକୁ ସର୍ବସ୍ୱ ମନେ କରିବେ। ଏମାନଙ୍କଠାରୁ ତୁମେ ନିଜକୁ ଦୂରେଇ ରଖ।


ଯେଉଁସବୁ କାର୍ଯ୍ୟ ଦ୍ୱାରା ତୁମ୍ଭେମାନେ ପାପରୁ ମନ ଫେରାଇଛ ବୋଲି ପ୍ରମାଣିତ ହେବ, ସେହିସବୁ କାର୍ଯ୍ୟ କର। ଅବ୍ରାହାମ୍ ତୁମର ପୂର୍ବପୁରୁଷ ବୋଲି ଗର୍ବ କରି ପରସ୍ପର ମଧ୍ୟରେ କଥା ବାର୍ତ୍ତା କର ନାହିଁ। ମୁଁ କହୁଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମ୍‌ଙ୍କ ନିମନ୍ତେ ବଂଶଧର ଉତ୍ପନ୍ନ କରିପାରନ୍ତି।


କିନ୍ତୁ ସେ ପୁଣି କହିବେ, ‘ମୁଁ ଜାଣେ ନାହିଁ, ତୁମ୍ଭେମାନେ କେଉଁଠାରୁ ଆସିଛ; ହେ ଦୁଷ୍ଟ ଲୋକମାନେ, ମୋ’ଠାରୁ ଦୂର ହୁଅ।’


Swiv nou:

Piblisite


Piblisite