Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:3 - ପବିତ୍ର ବାଇବଲ (CL) NT (BSI)

3 କଦାପି ନୁହେଁ! ମୁଁ ତୁମମାନଙ୍କୁ କହୁଛି, ପାପରୁ ମନ ନ ଫେରାଇଲେ ତୁମେ ସମସ୍ତେ ସେମାନଙ୍କ ପରି ମରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପ୍ରକାରେ ବିନଷ୍ଟ ହେବ।

Gade chapit la Kopi

ଓଡିଆ ବାଇବେଲ

3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।

Gade chapit la Kopi

ପବିତ୍ର ବାଇବଲ

3 ନା, ସେମାନେ ତାହା ନ ଥିଲେ। କିନ୍ତୁ ତୁମ୍ଭେମାନେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ ତେବେ ତୁମ୍ଭେମାନେ ମଧ୍ୟ ସେହି ଲୋକମାନଙ୍କ ଭଳି ଧ୍ୱଂସ ପାଇଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:3
16 Referans Kwoze  

ଅତଏବ ଅନୁତାପ କରି ଈଶ୍ୱରଙ୍କ ଆଡ଼କୁ ଫେରି ଆସ। ତେବେ ସେ ତୁମର ପାପ କ୍ଷମା କରିବେ ଓ


ସେ କହୁଥିଲେ: “ପାପ ପଥରୁ ଫେର, କାରଣ ସ୍ୱର୍ଗ ରାଜ୍ୟ ଶୀଘ୍ର ଆସୁଛି।”


କଦାପି ନୁହେଁ! ମୁଁ କହୁଛି, ପାପରୁ ମନ ନ ଫେରାଇଲେ ତୁମେ ମଧ୍ୟ ସେମାନଙ୍କ ପରି ମରିବ।”


ତା’ଠାରୁ ଆହୁରି ଦୁଷ୍ଟ ସାତ ଜଣେ ପ୍ରେରିତ ନିମନ୍ତ୍ରଣ କରି ଆ;ଣ ଏବଂ ସେମାନେ ସମସ୍ତେ ସେହି ଘରେ ବାସ କରନ୍ତି। ଏହାଦ୍ୱାରା, ସେହି ଭୂତଗ୍ରସ୍ତ ମନୁଷ୍ୟର ଶେଷ ଦଶା ପୂର୍ବ ଦଶା ଅପେକ୍ଷା ଅଧିକ ଶୋଚନୀୟ ହୁଏ। ଏହି ଯୁଗର ଖଳ ଲୋକମାନେ ଏହିପରି ଶୋଚନୀୟ ଦଶା ଭୋଗିବେ।”


ଏବଂ ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିମାନଙ୍କ ନିକଟରେ ତାଙ୍କ ନାମରେ ଅନୁତାପ ଓ ପାପକ୍ଷମାର ବାର୍ତ୍ତା ପ୍ରଚାରିତ ହେବ।


ରାଜା କ୍ରୋଧରେ ଜର୍ଜରିତ ହୋଇ ସୈନ୍ୟମାନଙ୍କୁ ପଠାଇଲେ। ସେମାନେ ସେହି ନରହନ୍ତାମାନଙ୍କୁ ବଧ କରି ସେମାନଙ୍କ ସହରକୁ ପୋଡ଼ି ପକାଇଲେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସେପରି ହତ୍ୟା କରାଯାଇଥିôବା ଗାଲିଲୀୟମାନେ ଅନ୍ୟ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କ’ଣ ତୁମେ ଭାବୁଛ?


ଶିଲୋହରେ ଗମ୍ବୁଜ ଭୂଷୁଡ଼ି ପଡ଼ିବାରୁ ଯେଉଁ ଅଠର ଜଣ ମରିଗଲେ, ସେମାନଙ୍କ ବିଷୟରେ କ’ଣ ଭାବୁଛ? କ’ଣ ଅନୁମାନ କରୁଛ ଯେ, ଯିରୂଶାଲମରେ ବାସ କରୁଥିବା ଅନ୍ୟ ସମସ୍ତଙ୍କ ଅପେକ୍ଷା ସେମାନେ ଆହୁରି ଦୁଷ୍ଟ ଥିଲେ?


Swiv nou:

Piblisite


Piblisite