Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:3 - ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ଧର୍ମଗୁରୁ ଓ ଫାରୁଶୀମାନଙ୍କୁ ପଚାରିଲେ, “ବିଶ୍ରାମବାରରେ ସୁସ୍ଥ କରବା ବିଧିସଙ୍ଗତ କି ନା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଥିରେ ଯୀଶୁ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, ବିଶ୍ରାମବାରରେ ସୁସ୍ଥ କରିବା ବିଧିସଙ୍ଗତ କି ନା? କିନ୍ତୁ ସେମାନେ ନୀରବ ରହିଲେ।

Gade chapit la Kopi

ଓଡିଆ ବାଇବେଲ

3 ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, ବିଶ୍ରାମବାରରେ ସୁସ୍ଥ କରିବା ନିୟମସଙ୍ଗତ କି ନୁହେଁ ? କିନ୍ତୁ ସେମାନେ ନୀରବ ରହିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।”

Gade chapit la Kopi

ପବିତ୍ର ବାଇବଲ

3 ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଗ୍ଭରିଲେ, “ବିଶ୍ରାମବାରରେ ଭଲ କରିଦେବା ଠିକ୍ ନା ଭୁଲ୍?”

Gade chapit la Kopi




ଲୂକ ଲିଖିତ ସୁସମାଚାର 14:3
10 Referans Kwoze  

ଗୋଟିଏ ହାତ ଅଜଳ ହୋଇଥିବା ଜଣେ ଲୋକ ସେଠାରେ ଥିଲା। ଯୀଶୁଙ୍କ ଦୋଷ ଧରିବା ପାଇଁ ଦଳେ ଲୋକ ସେଠାରେ ଜଗି ରହିଥିଲେ। ସେମାନେ ଯୀଶୁଙ୍କୁ ପଚାରିଲେ, “ବିଶ୍ରାମ ବାରରେ ସୁସ୍ଥ କରିବା ଆମ ଶାସ୍ତ୍ର ବିରୁଦ୍ଧ ପୁହେଁ କି?”


ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପଚାରୁଛି, ବିଶ୍ରାମବାରରେ କ’ଣ କରିବା ବିଧିସଙ୍ଗତ? ଉପକାର କରିବା ନା କ୍ଷତି କରିବା? ମନୁଷ୍ୟର ଜୀବନ ରକ୍ଷା କରିବା ନା ନଷ୍ଟ କରିବା?


ସେ ଲୋକମାନଙ୍କୁ ପଚାରିଲେ, “ବିଶ୍ରାମବାରରେ କ’ଣ କରିବା ବିଧିସଙ୍ଗତ - ଜଣକର ଉପକାର କରିବା ନା ଅପକାର କରିବା? ଜଣକର ଜୀବନ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ରହିଲେ।


ଯଦି ବିଶ୍ରାମବାରରେ ଗୋଟିଏ ପୁଅକୁ ସୁନ୍ନତ କରାଇବା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରାଯାଉ ନାହିଁ, ସେହିଦିନ ମୁଁ ଜଣେ ଲୋକର ଶରୀରକୁ ସମ୍ପୂଣର୍ଣ ଆରୋଗ୍ୟ କରିଦେଲେ, କାହିଁକି ଉତ୍ତ୍ୟକ୍ତ ହେଉଛ?


ଏବଂ ସେମାନଙ୍କ ମଧ୍ୟରୁ ଜଣେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଗୋଟିଏ ପ୍ରଶ୍ନ କଲା,


ଫାରୁଶୀମାନେ ଏହା ଦେଖି ଲୋକମାନଙ୍କୁ କହିଲେ, “ଦେଖ, ବିଶ୍ରାମ ବାରରେ ତୁମ ଶିଷ୍ୟମାନେ କିପରି ଶାସ୍ତ୍ରବିରୁଦ୍ଧ କାର୍ଯ୍ୟ କରୁଛନ୍ତି?”


ଜଣେ ଲୋକ ଜଳୋଦର ରୋଗରେ ପୀଡ଼ିତ ଥିଲା, ସେ ଯୀଶୁଙ୍କ ପାଖକୁ ଆସିଲା।


କିନ୍ତୁ ସେମାନେ ନୀରବ ରହିଲେ। ଯୀଶୁ ଲୋକଟିକୁ ସ୍ପର୍ଶ କରି ସୁସ୍ଥ କଲେ ଓ ତାକୁ ବିଦାୟ ଦେବା


Swiv nou:

Piblisite


Piblisite