Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:6 - ପବିତ୍ର ବାଇବଲ (CL) NT (BSI)

6 ସେମାନେ ତାଙ୍କୁ ଉତ୍ତର ଦେଇ ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ଯୀଶୁ ଯାହା ପଗ୍ଭରିଲେ ସେମାନେ କିଛି ଉତ୍ତର ଦେଇ ପାରିଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 14:6
6 Referans Kwoze  

ତାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବା ପାଇଁ ସେମାନଙ୍କର ସାହସ ହେଲା ନାହିଁ।


କିନ୍ତୁ ପବିତ୍ରଆତ୍ମା ସ୍ତିଫାନଙ୍କୁ ଏପରି ଆଜ୍ଞା ଦେଲେ ଯେ, କେହି ତାଙ୍କର ଯୁକ୍ତି ଖଣ୍ଡନ କରିପାରିଲେ ନାହିଁ।


କାରଣ ମୁଁ ତୁମକୁ ଏପରି ବାକ୍ଶକ୍ତି ଓ ଜ୍ଞାନ ଦେବି ଯେ ତୁମ୍ଭମାନଙ୍କ କଥାକୁ ତୁମ ଶତ୍ରୁମାନେ ମିଥ୍ୟା ପ୍ରମାଣିତ କରି ଖଣ୍ଡନ କରି ପାରିବେ ନାହିଁ।


ସେଠାରେ ସେମାନେ କୌଣସି ଉପାୟରେ ତାଙ୍କୁ ଧରି ନ ପାରି ଚୁପ୍ ରହିଲେ ଓ ତାଙ୍କ ଉତ୍ତରରେ ଚମତ୍‌କୃତ ହେଲେ।


ଏହି କଥା ତାଙ୍କ ଶତ୍ରୁମାନଙ୍କୁ ଲଜ୍ଜିତ କଲା। ଅଥଚ ତାଙ୍କର ଆଶ୍ଚର୍ଯ୍ୟ କର୍ମ ହେତୁ ଲୋକମାନେ ଆନନ୍ଦ କଲେ।


ଯୀଶୁଙ୍କୁ କେହି ଏହାର ଉତ୍ତର ଦେଇ ପାରିଲେ ନାହିଁ। ସେହି ଦିନଠାରୁ ତାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ କେହି ସାହସ କଲେ ନାହିଁ।


Swiv nou:

Piblisite


Piblisite