Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:3 - ପବିତ୍ର ବାଇବଲ (CL) NT (BSI)

3 ଏ ସମ୍ପର୍କରେ ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କଥା କହିଲେ:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,

Gade chapit la Kopi

ପବିତ୍ର ବାଇବଲ

3 ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ:

Gade chapit la Kopi




ଲୂକ ଲିଖିତ ସୁସମାଚାର 15:3
9 Referans Kwoze  

ଫାରୁଶୀ ଓ ଧର୍ମଗୁରୁମାନେ ଆପତ୍ତି କରି କହିଲେ, “ଏହି ବ୍ୟକ୍ତି ସମାଜଚ୍ୟୁତ ଲୋକମାନଙ୍କୁ ସ୍ୱାଗତ କରୁଛନ୍ତି, ଏପରିକି ସେମାନଙ୍କ ସଙ୍ଗେ ଭୋଜନ କରୁଛନ୍ତି!”


“ମନେକର, ତୁମ୍ଭମାନଙ୍କ ମଧ୍ୟରୁ ଜଣକର ଶହେଟି ମେଣ୍ଢା ଅଛି ଏବଂ ସେଥିରୁ ଗୋଟିଏ ହଜିଗଲା - ତେବେ ସେ କ’ଣ କରେ? ସେ ଅନ୍ୟ ଅନେଶ୍ୱତ ମେଣ୍ଢାଙ୍କୁ ପଡ଼ିଆରେ ଛାଡ଼ି, ହଜିଥିବା ମେଣ୍ଢାଟି ପାଇବା ପର୍ଯ୍ୟନ୍ତ ଖୋଜିବାକୁ ଯାଏ।


“ଶାସ୍ତ୍ରରେ ଲେଖା ହେରଇଛି, “ମୁଁ ଚାହେିଁ ଦୟା, ବଳିଦାନ ନୁହେଁ - ଏହି କଥାର ଅର୍ଥ କଅଣ, ଯାଇ ବୁଝିବାକୁ ଚେଷ୍ଠା କର। ମୁଁ ଧାର୍ମିକମାନଙ୍କୁ ଡାକିବାକୁ ଆସି ନାହିଁ; ଆସିଛି ପାପୀମାନଙ୍କ ପାଇଁ।”


ବରଂ ହଜି ଯାଇଥିବା ମେଣ୍ଢା ସଦୃଶ ଈଶ୍ରାୟେଲମାନଙ୍କ ନିକଟକୁ ଯାଅ।


ସେ ଗଳ୍ପ ଛଳରେ ସେମାନଙ୍କୁ ଅନେକ କଥା ଶିକ୍ଷା ଦେଲେ। ସେ କହିଲେ, “ଥରେ ଜଣେ ଲୋକ ବିହନ ବୁଣିବାକୁ ବାହିରିଲା।


ଯୀଶୁ ଦ୍ୱିତୀୟ ଥର ପଚାରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମେ କ’ଣ ମୋତେ ପ୍ରେମ କର?” ଶିମୋନ ଉତ୍ତର ଦେଲେ, “ହଁ ପ୍ରଭୁ, ଆପଣ ଜାଣନ୍ତି, ମୁଁ ଆପଣଙ୍କୁ ଭଲ ପାଏ।” ଯୀଶୁ ତାଙ୍କୁ କହିଲେ, “ମୋ’ ମେଷମାନଙ୍କର ତତ୍ତ୍ୱ ନିଅ।”


ତାଙ୍କ କଥା ଶୁଣିବା ପରେ ସେମାନେ ସମସ୍ତେ ଈଶ୍ୱରଙ୍କ ପ୍ରଂଶସା କଲେ। ତା’ପରେ ସେମାନେ କହିଲେ, “ଭାଇ ପାଉଲ, ଆପଣ ଦେଖୁଛନ୍ତି, କିପରି ଏବେ ହଜାର ହଜାର ସଂଖ୍ୟାରେ ଇହୁଦୀମାନେ ପ୍ରଭୁଯୀଶୁଙ୍କଠାରେ ବିଶ୍ୱାସ କରୁଛନ୍ତି ଏବଂ ସେମାନେ ବ୍ୟବସ୍ଥା ପ୍ରତି ମଧ୍ୟ ବିଶ୍ୱସ୍ତ ରହିଛନ୍ତି।


Swiv nou:

Piblisite


Piblisite