Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:10 - ପବିତ୍ର ବାଇବଲ (CL) NT (BSI)

10 ଯେ ଅଳ୍ପ ବିଷୟରେ ଅବିଶ୍ୱସ୍ତ, ସେ ବହୁତ ବିଷୟରେ ଅବିଶ୍ୱସ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେ ଅତି ଅଳ୍ପ ବିଷୟରେ ବିଶ୍ଵସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ଵସ୍ତ ଅଟେ, ପୁଣି ଯେ ଅତି ଅଳ୍ପ ବିଷୟରେ ଅବିଶ୍ଵସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ଵସ୍ତ।

Gade chapit la Kopi

ଓଡିଆ ବାଇବେଲ

10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।

Gade chapit la Kopi

ପବିତ୍ର ବାଇବଲ

10 ଛୋଟ ଛୋଟ ବିଷୟରେ ଯଦି ଜଣକୁ ବିଶ୍ୱାସ କରାଯାଇ ପାରିବ, ତେବେ ତାକୁ ବଡ଼ ବିଷୟ ଗୁଡ଼ିକ ପାଇଁ ମଧ୍ୟ ବିଶ୍ୱାସ କରାଯାଇ ପାରିବ। ଅଳ୍ପ ଜିନିଷ ପାଇଁ ଯଦି ଜଣେ ଅସାଧୁ ହୋଇଯାଏ ତେବେ ସେ ଅଧିକ ଜିନିଷ ପାଇଁ ମଧ୍ୟ ଆସାଧୁ ହୋଇଯିବା

Gade chapit la Kopi




ଲୂକ ଲିଖିତ ସୁସମାଚାର 16:10
9 Referans Kwoze  

ମାଲିକ ଖୁସି ହୋଇ କହିଲେ, ‘ଠିକ୍ କରିଛ, ତୁମେ ମୋର ଉପଯୁକ୍ତ ଓ ବିଶ୍ୱସ୍ତ ଦାସ। ତୁମେ ବିଶ୍ୱସ୍ତ ଭାବରେ ଅଳ୍ପ ଧନର କାରବାର କରିପାରିଥିବାରୁ ତୁମ ହାତରେ ବହୁତ ଧନ ଛାଡ଼ି ଦେବି। ଆସ, ମୋ’ ସହିତ ଆନନ୍ଦ କର।’


ସେ କହିଲେ, ‘ଚମକ୍ରାର! ତୁମେ ଜଣେ ବୁଦ୍ଧିମାନ ଦାସ! ଛୋଟ ବିଷୟରେ ବିଶ୍ୱସ୍ତ ହୋଇ ଥିବାରୁ ମୁଁ ତୁମକୁ ଦଶଟି ନଗରର ଦାୟିତ୍ୱ ଦେବି।’


ମାଲିକ କହିଲେ, ‘ବେଶ୍ କରିଛ। ତୁମେ ମଧ୍ୟ ମୋର ଉପଯୁକ୍ତ ଦାସ। ଅଳ୍ପ ଧନରେ ବିଶ୍ୱସ୍ତତା ଦେଖାଇଛ। ବହୁତ ଧନ ମୁଁ ତୁମ ଜିମା କରିଦେବି। ଆସ, ମୋ’ ଆନନ୍ଦରେ ଭାଗୀ ହେବ।’


ମୋଶା ଯେପରି ଈଶ୍ବରଙ୍କ ଗୃହରେ ବିଶ୍ୱାସ୍ତ ଭାବରେ କାର୍ଯ୍ୟ କରିଥିଲେ, ଈଶ୍ବରଭ୍କ ମନୋନୀତ ଯୀଶୁ ସେହିପରି ଏହି କାର୍ଯ୍ୟ ନିମନ୍ତେ ଈଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ।


ଦରିଦ୍ରମାନଙ୍କ ପ୍ରତି ଯିହୁଦାର ଦରଦ ଥିବାରୁ ଯେ ସେ ଏ କଥା କହିଥିଲା, ତା’ ନୁହେଁ। ସେ ଥିଲା ଗୋଟିଏ ଚୋର। ତା’ ଦାୟିତ୍ୱରେ ଥିବା ଟଙ୍କା ଥଳୀରୁ ସେ କିଛି କିଛି ଆତ୍ମସାତ୍ କରୁଥିଲା।


ଯିହୁଦା ରୁଟି ଖଣ୍ଡକ ଗ୍ରହଣ କରିବା ସମୟରେ ତା’ ଅନ୍ତରରେ ଶୟତାନ ପ୍ରବେଶ କଲା ଏବଂ ଯୀଶୁ ତାକୁ କହିଲେ: “ଯାହା କରିବାକୁ ଯାଉଛ, ଶୀଘ୍ର କର।”


ସେ ଦିନ ଯୀଶୁ ଓ ତାଙ୍କ ଶିଷ୍ୟମାନେ ରାତ୍ରିଭୋଜନରେ ବସିଥିଲେ। ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିବା ପାଇଁ ଶିମୋନର ପୁତ୍ର ଇଷ୍କରିୟୋଥ ଯିହୁଦାକୁ ଶୟତାନ ପ୍ରବର୍ତ୍ତାଇ ଥିଲା।


“କିଏ ତାହାହେଲେ ବିଶ୍ୱସ୍ତ ଓ ବୁଦ୍ଧିମାନ ଭୃତ୍ୟ? ଯାହା ଉପରେ ମାଲିକ ଅନ୍ୟ ଭୃତ୍ୟମାନଙ୍କୁ ଠିକ୍ ସମୟରେ ଖାଦ୍ୟ ଦେବା ଭାର ନ୍ୟସ୍ତ କରିଥାନ୍ତି।


Swiv nou:

Piblisite


Piblisite