Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:10 - ପବିତ୍ର ବାଇବଲ (CL) NT (BSI)

10 ତୁମ୍ଭମାନଙ୍କ ପ୍ରତି ମଧ୍ୟ ଏହା ପ୍ରଯୁଜ୍ୟ। ତୁମ୍ଭେମାନେ ଆଦେଶ ପାଳନ କରିବା ପରେ ଏହି କଥା କହିବା ଉଚିତ, ‘ଆମେ କେବଳ ଦାସ; ଆମେ ଆମର କର୍ତ୍ତବ୍ୟ ପାଳନ କରିଛୁ ମାତ୍ର’।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଜ୍ଞାନୁସାରେ ସମସ୍ତ କର୍ମ କଲା ଉତ୍ତାରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ , ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

10 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ‘ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।’”

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭମାନଙ୍କ କ୍ଷେତ୍ରରେ ସେହି ଏକା କଥା ହେବ। ତୁମ୍ଭମାନଙ୍କୁ ଦିଆଯାଇଥିବା କାମତକ କରି ଦେବା ପରେ ତୁମ୍ଭମାନଙ୍କର କହିବା ଉଚିତ୍ ଯେ, ‘ଆମ୍ଭେମାନେ କୌଣସି ବିଶେଷ ଧନ୍ୟବାଦ ପାଇବାକୁ ଯୋଗ୍ୟ ନୋହୁଁ। କାରଣ ଆମ୍ଭେ ଅଯୋଗ୍ୟ ଗ୍ଭକର ଓ ଆମ୍ଭର ଯାହା କରିବା ଉଚିତ୍, ଆମ୍ଭେ କେବଳ ତାହା ହିଁ କରିଛୁ।’”

Gade chapit la Kopi




ଲୂକ ଲିଖିତ ସୁସମାଚାର 17:10
20 Referans Kwoze  

କିଏ କଅଣ ଈଶ୍ୱରଙ୍କୁ ଏପରି କିଛି ଦେଇ ପାରିଛି, ଯାହାର ପ୍ରତିଦାନ ଈଶ୍ୱରଙ୍କୁ ଦେବାକୁ ପଡ଼ିଛି?”


ସେମାନେ ସମସ୍ତେ ଈଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି; ସମସ୍ତେ ଭ୍ରଷ୍ଟ ହୋଇଛନତି। କେହି ଜଣେ ହେଲେ ସତ୍କାର୍ଯ୍ୟ କରୁ ନାହିଁ।


ଏହି ଅଯୋଗ୍ୟ ଭୃତ୍ୟକୁ ବାହାର ଅନ୍ଧକାରକୁ ନେଇଯାଅ। ସେଠାରେ ସେ ରୋଦନ କରି ଦାନ୍ତ କଡ଼ମଡ଼ କରୁଥାଉ।’


ଦିନେ ଅନୀସିମସ୍ ତୁମ ପାଇଁ ଅଦରକାରୀ ଥିଲା; କିନ୍ତୁ ବର୍ତ୍ତମାନ ସେ ତୁମର ଓ ମୋର ବିଶେଷ ଉପକାରରେ ଆସିବ।


ତୁମର ଆଦେଶ ପାଳନ କରିବାରୁ ଚାକର ଧନ୍ୟବାଦ ସୁଦ୍ଧା ପାଏ ନାହିଁ।


ଯୀଶୁ ଯିରୁଶାଲମ ଯିବା ବାଟରେ ଶମିରୋଣ ଓ ଗାଲିଲୀର ସୀମା ମଧ୍ୟ ଦେଇ ଗଲେ।


Swiv nou:

Piblisite


Piblisite