Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:12 - ପବିତ୍ର ବାଇବଲ (CL) NT (BSI)

12 ସେ ଗୋଟିଏ ଗ୍ରାମକୁ ଯିବା ସମୟରେ ଦଶ ଜଣ କୁଷ୍ଠ ରୋଗୀ ଭେଟିଲେ। ସେମାନେ ଅଳ୍ପ ଦୂରରେ ଠିଆ ହୋଇ ଚିକ୍ରାର କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ, ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ କଲେ;

Gade chapit la Kopi

ଓଡିଆ ବାଇବେଲ

12 ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ୍ କଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ;

Gade chapit la Kopi

ପବିତ୍ର ବାଇବଲ

12 ସେ ଗୋଟିଏ ଛୋଟ ନଗରକୁ ଆସିଲେ। ସେଠାରେ ତାହାଙ୍କୁ ଦଶ ଜଣ ଲୋକ ଭେଟିଲେ। ସେହି ସମସ୍ତଙ୍କର କୁଷ୍ଠରୋଗ ହୋଇଥିବାରୁ ସେମାନେ କେହି ଯୀଶୁଙ୍କର ଅତି ପାଖକୁ ଆସି ପାରିଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 17:12
9 Referans Kwoze  

ଥରେ ଯୀଶୁ ଗୋଟିଏ ସହରରେ ଥିବାବେଳେ, ଜଣେ କୁଷ୍ଠରୋଗୀ ତାଙ୍କ ଗୋଡ଼ ତଳେ ପଡ଼ି, ଅନୁନୟ କରି କହିଲା, “ମହାଶୟ, ଆପଣ ଚାହିଁଲେ ମୋତେ ସୁସ୍ଥ କରିପାରିବେ।”


“କିନ୍ତୁ କରଆଦାୟକାରୀ ଟିକିଏ ଦୂରରେ ଠିଆ ହେଲା ଓ ଉଦ୍ଧ୍ୱର୍କୁ ସୁଦ୍ଧା ଦୃଷ୍ଟିପାତ କରିବାକୁ ସାହସ କଲା ନାହିଁ, କିନ୍ତୁ ଛାତିରେ ହାତ ବାଡ଼େଇ କହିଲା, ‘ହେ ଈଶ୍ୱର, ମୁଁ ପାପୀ, ମୋତେ ଦୟା କର’!”


Swiv nou:

Piblisite


Piblisite