Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:16 - ପବିତ୍ର ବାଇବଲ (CL) NT (BSI)

16 ସେ ଯୀଶୁଙ୍କ ପାଦ ତଳେ ଭୂଇଁରେ ପଡ଼ି ତାଙ୍କୁ ଧନ୍ୟବାଦ ଦେଲା। ସେ ଜଣେ ଶମିରୋଣୀୟ ଲୋକ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।

Gade chapit la Kopi

ଓଡିଆ ବାଇବେଲ

16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।

Gade chapit la Kopi

ପବିତ୍ର ବାଇବଲ

16 ସେ ଯୀଶୁଙ୍କ ପାଦତଳେ ନଇଁପଡ଼ି ପ୍ରଣାମ କଲା ଓ ତାହାଙ୍କୁ ଧନ୍ୟବାଦ ଦେଲା। ଏହି ଲୋକଟି ଶମିରୋଣର ଅଧିବାସୀ ଥିଲା। ସେ ଯିହୂଦୀ ନ ଥିଲା,

Gade chapit la Kopi




ଲୂକ ଲିଖିତ ସୁସମାଚାର 17:16
21 Referans Kwoze  

ଯୀଶୁ ଏମାନଙ୍କୁ ପଠାଇବାବେଲେ ନିର୍ଦ୍ଦେଶ ଦେଇ କହିଲେ, “ତୁମେ ଅଶଯିହୁଦୀ ଦେଶକୁ ଯାଅ ନାହିଁ। କୌଣସି ଶମିରୋଣୀୟ ସହରକୁ ମଧ୍ୟ ଯାଅ ନାହିଁ।


ସେହି ଦୂତଙ୍କୁ ପୂଜା କରିବା ପାଇଁ ମୁଁ ତାଙ୍କ ପାଦ ତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ସେପରି କର ନାହିଁ। ତୁମ ପରି ଓ ତୁମ ଭାଇମାନଙ୍କ ପରି ମୁଁ ଯୀଶୁଙ୍କର ଜଣେ ଦାସ ମାତ୍ର। ତୁମ୍ଭମାନଙ୍କ ପରି ମୁଁ ମଧ୍ୟ ଯୀଶୁ ପ୍ରକାଶ କରିଥିବା ସତ୍ୟକୁ ଗ୍ରହଣ କରିଛି। କେବଳ ଈଶ୍ୱରଙ୍କର ପୂଜା କର। କେବଳ ଯୀଶୁ ପ୍ରକାଶ କରିଥିାବ ସତ୍ୟ, ଭାବବାଦୀମାନଙ୍କୁ ପ୍ରେରଣା ଦିଏ।”


ଚାରିଗୋଟି ପ୍ରାଣୀ ଘୋଷା ଧରି କହୁଥିଲେ, “ଆମେନ୍” ଏବଂ ନେତାମାନେ ପ୍ରଣିପାତ କରି ତାଙ୍କର ଆରାଧନା କଲେ।


ପୂର୍ବୋକ୍ତ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ଚିରଞ୍ଜୀବୀ ବ୍ୟକ୍ତିଙ୍କ ସିଂହାସନ ସମ୍ମୁଖରେ ପ୍ରଣିପାତ କରି ତାଙ୍କର ଆରାଧନା କରିବାକୁ ଲାଗିଲେ। ପୁଣି ସିଂହାସନ ତଳେ ନିଜ ନିଜ ମୁକୁଟ ଥୋଇ ଦେଇ ରିହଲେ,


କିନ୍ତୁ ତୁମ୍ଭମାନଙ୍କ ଉପରେ ପବିତ୍ରଆତ୍ମା ଅବତରଣ କଲେ, ତୁମ୍ଭେମାନେ ଶକ୍ତିରେ ପୂର୍ଣ୍ଣ ହେବ ଏବଂ ଯିରୂଶାଲମ, ଯିହୁଦା ଓ ଶମିରୋଣ ଓ ପୃଥିବୀର ଶେଷସୀମା ପର୍ଯ୍ୟନ୍ତ ମୋ’ ପାଇଁ ତୁମ୍ଭେମାନେ ସାକ୍ଷୀ ହେବ।”


ସ୍ତ୍ରୀ ଲୋକଟି ଉତ୍ତର ଦେଲା, “ଆପଣ ଜଣେ ଇହୁଦୀ, ମୁଁ ଜଣେ ଶମିରୋଣୀୟ। ମୋ’ ହାତରୁ ଆପଣ କିପରି ପାଣି ପିଇବେ?” (ଇହୁଦୀମାନଙ୍କ ପକ୍ଷେ ଶମିରୋଣୀୟମାନେ ଅସ୍ପୃଶ୍ୟ ଥିଲେ।)


ସେମାନେ ଯୀଶୁଙ୍କୁ ପଚାରିଲେ: “ତୁମେ ଜଣେ ଶମିରୋଣୀୟ ଓ ଭୂତଗ୍ରସ୍ତ, ଏକତା କହିବା ଆମ ପକ୍ଷେ ଠିକ୍ ହୋଇ ନାହିଁ କି?”


ତାହାହେଲେ ପିତା ଯେପରି ସମ୍ମାନିତ ହେବେ- ଯେ ପୁତ୍ରଙ୍କୁ ସମ୍ମାନ ଦିଏ ନାହିଁ, ତାଙ୍କ ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସେ ସମ୍ମାନିତ କରେ ନାହିଁ।


ଏ ଘଟଣା ଦେଖି ଶିମୋନ ପିତର ଯୀଶୁଙ୍କ ଆଗରେ ଆଣ୍ଠୁପାତି କହିଲେ, “ପ୍ରଭୁ, ମୋ’ଠାରୁ ଚାଲିଯା’ନ୍ତୁ! ମୁଁ ଜଣେ ପାପୀ।”


ସବୁ କଥା ବୁଝିପାରି ସ୍ତ୍ରୀ ଲୋକଟି ଭୟରେ କମ୍ପି କମ୍ପି ଯୀଶୁଙ୍କ ପାଦ ନିକଟରେ ଆଣ୍ଠୋଇ ପଡ଼ି ସବୁ କଥା ଜଣାଇଲା।


ସେମାନେ ସେହି ଗୃହ ଭିତରେ ପ୍ରବେଶ କଲେ ଏବଂ ଶିଶୁକୁ ମାତା ମରିୟଙ୍କ କୋଳରେ ଦେଖି ଜାନୁପାତପୂର୍ବକ ତାଙ୍କୁ ଆରାଧନା କଲେ ଓ ସଙ୍ଗରେ ଆଣିଥିବା ସୁବର୍ଣ୍ଣ, କୁନ୍ଦୁରୁ ଓ ସୁଗନ୍ଧ ରସ ବାହାର କରି ତାଙ୍କୁ ଉପହାର ଦେଲେ।


ଯୀଶୁ କହିଲେ, “ଦଶ ଜଣ ସୁସ୍ଥ ହେଲେ; ଆଉ ନଅ ଜଣ କାହାନ୍ତି?


ତଦ୍ଦ୍ୱାରା ତା’ ପାପ ପ୍ରତି ସେ ସଚେତନ ହୋଇ ପାରିବ; ତା’ ହୃଦୟର ଗୁପ୍ତ ବିଷୟସବୁ ଉଦ୍ଘାଟିତ ହେବ; ସେ ଈଶ୍ୱରଙ୍କ ନିକଟରେ ପ୍ରଣିପାତ କରି ତାଙ୍କର ଆରାଧନା କରିବ ଏବଂ ଘୋଷଣା କରିବ: “ପ୍ରକୃତରେ ଈଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଉପସ୍ଥିତ!”


Swiv nou:

Piblisite


Piblisite