Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:5 - ପବିତ୍ର ବାଇବଲ (CL) NT (BSI)

5 ପ୍ରେରିତ ଶିଷ୍ୟମାନେ ପ୍ରଭୁଙ୍କୁ କହିଲେ, “ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ଵାସ ବଢ଼ାଇ ଦିଅନ୍ତୁ।

Gade chapit la Kopi

ଓଡିଆ ବାଇବେଲ

5 ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ

5 ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, “ଆମ୍ଭକୁ ଅଧିକ ବିଶ୍ୱାସ ପ୍ରଦାନ କର।”

Gade chapit la Kopi




ଲୂକ ଲିଖିତ ସୁସମାଚାର 17:5
9 Referans Kwoze  

ବାଳକର ବାପା ଉଚ୍ଚସ୍ୱରରେ କହିଲା, “ମୋର ବିଶ୍ୱାସ ଅଛି, କିନ୍ତୁ ଯଥେଷ୍ଟ ନୁହେଁ। ମୋ’ ବିଶ୍ୱାସ ବଢ଼ାଇବା ପାଇଁ ମୋତେ ସାହାଯ୍ୟ କରନ୍ତୁ।”


ଯାହାଙ୍କ ଉପରେ ଆମ ନିରବଚ୍ଛିନ୍ନ ବିଶ୍ୱାସ ନିର୍ଭର କରୁଛୁ, ସେହି ଯୀଶୁଙ୍କ ପ୍ରତି ଆମ ଦୃଷ୍ଟି ନିବଦ୍ଧ କରି ରଖିବା। ସେ କ୍ରୁଶ ଭୟରେ ନିଜ କର୍ତ୍ତବ୍ୟରୁ ବିରତ ହୋଇ ନ ଥିଲେ; ବରଂ ଭବିଷ୍ୟତରେ ତାଙ୍କ ପାଇଁ ଗଚ୍ଛିତ ରହିଥିବା ଆନନ୍ଦ ହେତୁ, କ୍ରୁଶୀୟ ମରଣର ଅପମାନକୁ ସେ ତୁଚ୍ଛ ଜ୍ଞାନ କଲେ; ବର୍ତ୍ତମାନ ସେ ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାଶ୍ୱର୍ାରେ ଆସୀନ।


ମୋର ଶକ୍ତିଦାତା ଖ୍ରୀଷ୍ଟଙ୍କ ସହାୟତାରେ ମୁଁ ସବୁ କିଛି କରିପାରେ।


ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।


ସେହି ସ୍ତ୍ରୀ ଲୋକକୁ ଦେଖି ପ୍ରଭୁଙ୍କ ହୃଦୟ ଦୟାରେ ବିଗଳିତ ହେଲା ଓ ସେ ତାକୁ କହିଲେ, “କାନ୍ଦ ନାହିଁ।”


ପ୍ରେରିତ ଶିଷ୍ୟମାନେ ଫେରି ଆସି ଯାହା ଯାହା ସେମାନେ କରିଥିଲେ ଓ ଶିକ୍ଷା ଦେଇଥିଲେ, ଯୀଶୁଙ୍କୁ ଜଣାଇଲେ।


ଓ ଏହି କଥା ପଚାରିବା ପାଇଁ ପ୍ରଭୁଙ୍କ ପାଖକୁ ପଠାଇଲେ, “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି, ନା ଆମେ ଆଉ କାହାର ଅପେକ୍ଷାରେ ରହିବା?”


Swiv nou:

Piblisite


Piblisite