Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:9 - ପବିତ୍ର ବାଇବଲ (CL) NT (BSI)

9 ତୁମର ଆଦେଶ ପାଳନ କରିବାରୁ ଚାକର ଧନ୍ୟବାଦ ସୁଦ୍ଧା ପାଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଦାସ ଆଜ୍ଞାନୁସାରେ କର୍ମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ?

Gade chapit la Kopi

ଓଡିଆ ବାଇବେଲ

9 ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କ'ଣ ତାହାକୁ ଧନ୍ୟବାଦ ଦିଏ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ?

Gade chapit la Kopi

ପବିତ୍ର ବାଇବଲ

9 ଗ୍ଭକର ବିଶେଷ ଧନ୍ୟବାଦ ବି ପାଇବା କଥା ନୁହେଁ। କାରଣ ମାଲିକ ଯାହା କରିବାକୁ କହନ୍ତି, ସେ କେବଳ ତାହା ହିଁ କରେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 17:9
2 Referans Kwoze  

ଅବଶ୍ୟ ନୁହେଁ! ବରଂ ତୁମେ ତାକୁ କହିଥାଅ, ‘ମୋର ଭୋଜନ ପ୍ରସ୍ତୁତ କର; ମୋର ଖାଇବା ସମୟରେ ଅଣ୍ଟା ବାନ୍ଧି ମୋ’ କଥା ବୁଝ। ତା’ପରେ ତୁ ଖାଇବୁ।’


ତୁମ୍ଭମାନଙ୍କ ପ୍ରତି ମଧ୍ୟ ଏହା ପ୍ରଯୁଜ୍ୟ। ତୁମ୍ଭେମାନେ ଆଦେଶ ପାଳନ କରିବା ପରେ ଏହି କଥା କହିବା ଉଚିତ, ‘ଆମେ କେବଳ ଦାସ; ଆମେ ଆମର କର୍ତ୍ତବ୍ୟ ପାଳନ କରିଛୁ ମାତ୍ର’।”


Swiv nou:

Piblisite


Piblisite