Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:4 - ପବିତ୍ର ବାଇବଲ (CL) NT (BSI)

4 ଅନେକ ଦିନ ଧରି ବିଚାରକର୍ତ୍ତା ତା’ କଥାରେ କର୍ଣ୍ଣପାତ କଲେ ନାହିଁ, କିନ୍ତୁ ଶେଷରେ ସେ ନିଜେ ଭାବିଲେ, ‘ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ, କିମ୍ବା ମନୁଷ୍ୟକୁ ମାନେ ନାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ସେ କେତେ ସମୟ ପର୍ଯ୍ୟନ୍ତ ସମ୍ମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦ୍ୟପି ମୁଁ ଈଶ୍ଵରଙ୍କୁ ଭୟ କରେ ନାହିଁ କିମ୍ଵା ମନୁଷ୍ୟକୁ ମାନେ ନାହିଁ,

Gade chapit la Kopi

ଓଡିଆ ବାଇବେଲ

4 ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ବିଗ୍ଭରପତି ସ୍ତ୍ରୀଲୋକଟିକୁ ସାହାଯ୍ୟ କରିବାକୁ ଇଚ୍ଛା କରି ନ ଥିଲେ। କେତେ ସମୟ ପରେ ବିଗ୍ଭରପତି ଜଣକ ମନେ ମନେ ଭାବିଲେ, ‘ମୁଁ ପରମେଶ୍ୱରଙ୍କୁ ଡରୁ ନାହିଁ କି ଲୋକମାନେ ମୋ’ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି ବି କରୁ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 18:4
8 Referans Kwoze  

ବେବର୍ତ୍ତାଟି ଭାବିଲା, ‘ମୋର ମାଲିକ ମୋତେ ଚାକିରୀରୁ ବାହାର କରିବାକୁ ଯାଉଛନ୍ତି। ମୁଁ କ’ଣ କରିବି? ମାଟି ଖୋଳିବା ପାଇଁ ମୋର ବଳ ନାହିଁ, ଆଉ ଭିକ୍ଷା ମାଗିବାକୁ ମୋତେ ଲାଜ ମାଡ଼ୁଛି।


ସେ ଭାବିବାକୁ ଲାଗିଲା, ‘ମୋର ଶସ୍ୟ ସବୁ ରଖିବା ପାଇଁ ଆଉ କୌଣସି ସ୍ଥାନ ନାହିଁ। ମୁଁ କ’ଣ କରିବି?’


“ଗୋଟିଏ ସହରରେ ଜଣେ ବିଚାରକର୍ତ୍ତା ଥିଲେ। ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କିମ୍ବା ମନୁଷ୍ୟକୁ ମାନୁ ନ ଥିଲେ।


ସେହି ସହରର ଜଣେ ବିଧବା ତାଙ୍କ ନିକଟକୁ ଥରକୁ ଥର ଆସି ତା’ ପ୍ରତି ହୋଇଥିବା ଅନ୍ୟାୟର ପ୍ରତିକାର କରିବା ପାଇଁ ଗୁହାରି କରୁଥିଲା। ସେ କହୁଥିଲା, ‘ମୋ’ ପ୍ରତିବାଦୀ ବିରୁଦ୍ଧରେ ମୋତେ ନ୍ୟାୟ ନିଷ୍ପତ୍ତି ଦିଅନ୍ତୁ!


ତା’ପରେ ଦ୍ରାକ୍ଷା କ୍ଷେତର ମାଲିକ କହିଲେ, ‘ମୁଁ ଏବେ କ’ଣ କରିବି? ଏଥର ମୁଁ ମୋର ପ୍ରିୟ ପୁତ୍ରକୁ ପଠାଇବି। ସେମାନେ ନିଶ୍ଚୟ ତାକୁ ସମ୍ମାନ କରିବେ!’


ଆମ ଜାଗତିକ ପିତାମାନେ ଆମକୁ ଶାସ୍ତି ଦେଲେ ସୁଦ୍ଧା ଆମେ ସେମାନଙ୍କୁ ଭକ୍ତି କରୁ। ତାହାହେଲେ, ଆମ ସ୍ୱର୍ଗୀୟ ପାତାଙ୍କ ଶାସନର ବଶୀଭୂତ ହୋଇ ରହିବା କେତେ ଅଧିକ ବାଞ୍ଚାନୀୟ!


Swiv nou:

Piblisite


Piblisite