Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:8 - ପବିତ୍ର ବାଇବଲ (CL) NT (BSI)

8 ମୁଁ କହୁଛି, ସେ ସେମାନଙ୍କ ସପକ୍ଷରେ ବିଚାର କରିବେ ଓ ଶୀଘ୍ର କରିବେ। କିନ୍ତୁ ମନୁଷ୍ୟପୁତ୍ର ଆସିବା ସମୟରେ ଏହି ପୃଥିବୀରେ କାହାରିଠାରେ ବିଶ୍ୱସ୍ତତା ଦେଖିବେ କି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ଵାସ ଦେଖିବେ?

Gade chapit la Kopi

ଓଡିଆ ବାଇବେଲ

8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ । ତଥାପି ମନୁଷ୍ୟପୁତ୍ର (ଯୀଶୁ) ଆସି ପୃଥିବୀରେ କ'ଣ ବିଶ୍ୱାସ ଦେଖିବେ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”

Gade chapit la Kopi

ପବିତ୍ର ବାଇବଲ

8 ମୁଁ ତୁମ୍ଭକୁ କହୁଛି। ଅତି ଶୀଘ୍ର ପରମେଶ୍ୱର ତାହାଙ୍କ ଲୋକଙ୍କୁ ସାହାଯ୍ୟ କରିବେ। କିନ୍ତୁ ମନୁଷ୍ୟପୁତ୍ର ପୁଣି ଥରେ ଫେରି ଆସିବା ପରେ ସେ ଏ ପୃଥିବୀରେ ତାହାଙ୍କର ବିଶ୍ୱାସୀମାନଙ୍କୁ ପାଇ ପାରିବେ କି?”

Gade chapit la Kopi




ଲୂକ ଲିଖିତ ସୁସମାଚାର 18:8
13 Referans Kwoze  

ଏହି ଶଠ ଶିକ୍ଷକଗଣ ଧନଲୋଭରେ ମନଗଢ଼ା ଗଳ୍ପ କହି ଲାଭ ଉଠାଇବେ। କିନ୍ତୁ ଅନେକ ଦିନରୁ ଏମାନେ ବିଚାରିତ ହୋଇ ଆସିଛନ୍ତି ଓ ଏମାନଙ୍କ ବିନାଶର ଦିନ ଘନେଇ ଆସୁଛି।


କାରଣ ନିଜକୁ ମସୀହ ବା ଭାବବାଦୀ ବୋଲାଉଥିବା ପ୍ରଚାରକମାନେ ସେତେବେଳେ ଦେଖାଦେବେ। ସେମାନେ ଅଲୌକିକ ଓ ବିସ୍ମୟଜନକ କାର୍ଯ୍ୟ ଦେଖାଇ ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ଭଣ୍ଡାଇବେ।


ଯୀଶୁ ତାଙ୍କୁ କହିଲେ, “କୋକିଶିଆଳିମାନଙ୍କର ଗାତ ଅଛି, ଜଢ଼େଇମାନଙ୍କର ବସା ଅଛି। କିନ୍ତୁ ବିଶ୍ରାମ ନେବା ପାଇଁ ମନୂଷ୍ୟପୁତ୍ରଙ୍କର ସ୍ଥାନ ନାହିଁ।”


Swiv nou:

Piblisite


Piblisite