Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:11 - ପବିତ୍ର ବାଇବଲ (CL) NT (BSI)

11 ଯିରୂଶାଲମର ନିକଟବର୍ତ୍ତୀ ହେବା ସମୟରେ ଯୀଶୁ ତାଙ୍କ କଥା ଶୁଣି ତାଙ୍କ ସାଙ୍ଗରେ ଯାଉଥିବା ଲୋକମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ। ସେହି ଲୋକମାନେ ଭାବୁଥିଲେ ଯେ, ଈଶ୍ୱରଙ୍କ ରାଜ୍ୟ ଶୀଘ୍ର ପ୍ରତିଷ୍ଠିତ ହେବାକୁ ଯାଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ଵରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

11 ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ୱରଙ୍କ ରାଜ୍ୟ ଅତିଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

11 ଯୀଶୁ ଯିରୁଶାଲମର ପାଖାପାଖି ଆସିଗଲେ। କେତେକ ଲୋକ ଭାବିଲେ ଯେ ପରମେଶ୍ୱରଙ୍କ ରାଜ୍ୟ ଶୀଘ୍ର ଆସିଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:11
4 Referans Kwoze  

କେତେକ ଫାରୁଶୀ ଈଶ୍ୱରଙ୍କ ରାଜ୍ୟ କେବେ ଆସିବ ବୋଲି ଯୀଶୁଙ୍କୁ ପଚାରିଲେ। ସେ ଉତ୍ତର ଦେଲେ, “ଦୃଶ୍ୟମାନଭାବେ ଈଶ୍ୱରଙ୍କ ରାଜ୍ୟ ଆସେ ନାହିଁ।


ଦିନେ ପ୍ରେରିତ ଶିଷ୍ୟମାନେ ଏକତ୍ର ଥିବାବେଳେ ଯୀଶୁଙ୍କୁ ପଚାରିଲେ, “ପ୍ରଭୁ, ଆପଣ କ’ଣ ବର୍ତ୍ତମାନ ଇଶ୍ରାୟେଲୀୟମାନଙ୍କୁ ସେମାନଙ୍କ ରାଜ୍ୟ ଫେରାଇ ଦେବେ?”


ଯୀଶୁଙ୍କ ସ୍ୱର୍ଗାରୋହଣ ସମୟ ନିକଟବର୍ତ୍ତୀ ହେବାରୁ ସେ ଯିରୂଶାଲମ ଅଭିମୁଖେ ଯାତ୍ରା କରିବା ପାଇଁ ମନସ୍ଥ କଲେ।


Swiv nou:

Piblisite


Piblisite