Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:4 - ପବିତ୍ର ବାଇବଲ (CL) NT (BSI)

4 ତେଣୁ ସେ ଆଗକୁ ଦୌଡ଼ି ଯାଇ ଯୀଶୁଙ୍କୁ ଦେଖିବା ପାଇଁ ଗୋଟିଏ ଡ଼ିମିରି ଗଛରେ ଚଢ଼ିଲା, କାରଣ ସେହି ବାଟ ଦେଇ ଯୀଶୁଙ୍କର ଯିବାର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଣୁ ସେ ଆଗକୁ ଦୌଡ଼ିଯାଇ ତାହାଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡ଼ିମିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା।

Gade chapit la Kopi

ଓଡିଆ ବାଇବେଲ

4 ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା।

Gade chapit la Kopi

ପବିତ୍ର ବାଇବଲ

4 ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସେଭଳି ଗୋଟିଏ ସ୍ଥାନକୁ ସେ ଦୌଡ଼ିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରିଗଛରେ ଚଢ଼ିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:4
11 Referans Kwoze  

କିନ୍ତୁ ଲୋକ ଗହଳି ହେତୁ ସେମାନେ ତାକୁ ଭିତରକୁ ନେବା ପାଇଁ କୌଣସି ବାଟ ପାଇଲେ ନାହିଁ। ତେଣୁ ସେମାନେ ତାକୁ ଛାତ ଉପରକୁ ବୋହି ନେଲେ। ଛାତରୁ କେତେକ ଟାଇଲ୍ ଖୋଲି ସେହି ବାଟେ ରୋଗୀକୁ ଶଯ୍ୟା ସହିତ ଯୀଶୁଙ୍କ ଆଗରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରେ ତଳକୁ ଖସାଇ ଦେଲେ।


ପ୍ରଭୁ ଉତ୍ତର ଦେଲେ, “ଯଦି ତୁମ୍ଭମାନଙ୍କ ବିଶ୍ୱାସ ଗୋଟିଏ ସୋରିଷ ମଞ୍ଜି ପରିମାଣରେ ଥାଏ ଏବଂ ତୁମ୍ଭେମାନେ ଏହି ତୁତ୍କୋଳି ଗଛକୁ କୁହ, ‘ମୂଳ ସହିତ ଉପୁଡ଼ି ଯାଇ ସମୁଦ୍ରରେ ପୋତି ହୋଇଯା!’ ତେବେ ସେ ତାହା କରିବ।”


ଯୀଶୁଙ୍କୁ ସେ ଦେଖିବାକୁ ଇଚ୍ଛା କରୁଥିଲା, କିନ୍ତୁ ସେ ବାଙ୍ଗର ଥିବାରୁ ଜନଗହଳି ମଧ୍ୟରେ ଯୀଶୁଙ୍କୁ ଦେଖି ପାରିଲା ନାହିଁ।


ଯେତେବେଳେ ଯୀଶୁ ସେହି ସ୍ଥାନରେ ପହଞ୍ଚିଲେ, ସେ ଉପରକୁ ଅନାଇ ଜଖିୟକୁ କହିଲେ, “ଜଖିୟ, ଶୀଘ୍ର ତଳକୁ ଓହ୍ଲାଇ ଆସ; ଆଜି ମୋତେ ତୁମ ଘରେ ରହିବାକୁ ହେବ।”


Swiv nou:

Piblisite


Piblisite