ଲୂକ ଲିଖିତ ସୁସମାଚାର 19:5 - ପବିତ୍ର ବାଇବଲ (CL) NT (BSI)5 ଯେତେବେଳେ ଯୀଶୁ ସେହି ସ୍ଥାନରେ ପହଞ୍ଚିଲେ, ସେ ଉପରକୁ ଅନାଇ ଜଖିୟକୁ କହିଲେ, “ଜଖିୟ, ଶୀଘ୍ର ତଳକୁ ଓହ୍ଲାଇ ଆସ; ଆଜି ମୋତେ ତୁମ ଘରେ ରହିବାକୁ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ଯୀଶୁ ସେସ୍ଥାନକୁ ଆସି ଉପରକୁ ଚାହିଁ ତାଙ୍କୁ କହିଲେ, ଜଖୀୟ, ଶୀଘ୍ର ଓହ୍ଳାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ। Gade chapit laଓଡିଆ ବାଇବେଲ5 ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, ଜଖିୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।” Gade chapit laପବିତ୍ର ବାଇବଲ5 ଯୀଶୁ ସେହି ସ୍ଥାନକୁ ଆସିଲେ। ସେ ଉପରକୁ ଗ୍ଭହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘରେ ରହିବି।” Gade chapit la |
ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।