Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:7 - ପବିତ୍ର ବାଇବଲ (CL) NT (BSI)

7 ଏଥିରେ ଲୋକମାନେ ବିରକ୍ତ ହୋଇ ପରସ୍ପର ମଧ୍ୟରେ କୁହାକୁହି ହେଲେ, “ଦେଖ! ଜଣେ ପାପୀ ଘରକୁ ସେ ଅତିଥି ହୋଇ ଯାଇଛନ୍ତି!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।

Gade chapit la Kopi

ଓଡିଆ ବାଇବେଲ

7 ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।

Gade chapit la Kopi

ପବିତ୍ର ବାଇବଲ

7 ସମସ୍ତେ ଏ କଥା ଦେଖିଲେ। ସେମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 19:7
11 Referans Kwoze  

ଫାରୁଶୀ ଓ ଧର୍ମଗୁରୁମାନେ ଆପତ୍ତି କରି କହିଲେ, “ଏହି ବ୍ୟକ୍ତି ସମାଜଚ୍ୟୁତ ଲୋକମାନଙ୍କୁ ସ୍ୱାଗତ କରୁଛନ୍ତି, ଏପରିକି ସେମାନଙ୍କ ସଙ୍ଗେ ଭୋଜନ କରୁଛନ୍ତି!”


ଏହା ଦେଖି ସେହି ଫାରୁଶୀ ମନେ ମନେ ଭାବିଲେ, “ଯଦି ଏହି ଲୋକ ଜଣେ ଭାବବାଦୀ ହୋଇଥାନ୍ତେ, ତେବେ ତାଙ୍କୁ ଛୁଇଁଥିବା ଏ ସ୍ତ୍ରୀ ଲୋକଟି କିଏ, ସେ ଜାଣିଥାନ୍ତେ। ସେ କି ପ୍ରକାର ପାପପୂର୍ଣ୍ଣ ଜୀବନ କାଟୁଛି, ତାହା ସେ ଜାଣିପାରିଥାନ୍ତେ।”


ମନୁଷ୍ୟପୁତ୍ର ଭୋଜନ ପାନ କରନ୍ତି, ତୁମ୍ଭେମାନେ କହୁଛ, ‘ଏ ଲୋକକୁ ଦେଖ! ଏ ଜଣେ ପେଟୁ ଓ ମଦ୍ୟପ ଏବଂ କରଆଦାୟକାରୀ ଓ ଅନ୍ୟ ସମାଜଚ୍ୟୁତ ଲୋକମାନଙ୍କର ଜଣେ ବନ୍ଧୁ।’


କେତେଜଣ ଫାରୁଶୀ ଏହେ ସେଖି ଯୀଶୁଙ୍କ ଶିଷ୍ୟମାନଙ୍କ ପଚାରିଲେ, “ତୁମ ଗୁରୁ ଏଭଳି ଲୋକମାନଙ୍କ ସହିତ କାହିଁକି ଏକାଠି ବସି ଖାଉଛନ୍ତି?”


କେତେକ ଫାରୁଶୀ ଓ ତାଙ୍କ ଦଳର ଧର୍ମଗୁରୁମାନେ ଯୀଶୁଙ୍କ ଶିଷ୍ୟମାନଙ୍କ ନିକଟରେ ଅଭିଯୋଗ କରି କହିଲେ, “ତୁମେ କାହିଁକି କରଆଦାୟକାରୀ ଓ ଅନ୍ୟାନ୍ୟ ସମାଜଚ୍ୟୁତ ଲୋକମାନଙ୍କ ସହିତ ଭୋଜନ ପାନ କରୁଛ?”


ସେମାନେ ଏକତ ନେଇ ମାଲିକ ବିରୁଦ୍ଧରେ ଅସନ୍ତୋଷ ପ୍ରକାଶ କରି କହିଲେ,


ଜଖିୟ ଶୀଘ୍ର ତଳକୁ ଓହ୍ଲାଇ ଆସି ମହାନନ୍ଦରେ ତାଙ୍କୁ ସ୍ୱାଗତ କଲା।


ଜଖିୟ ପ୍ରଭୁଙ୍କୁ କହିଲା, “ଗୁରୁ! ଶୁଣନ୍ତୁ! ମୁଁ ମୋ’ ସମ୍ପତ୍ତିର ଅଧେ ଦରିଦ୍ରମାନଙ୍କୁ ଦାନ କରିବି ଏବଂ ଯଦି ମୁଁ କାହାଠାରୁ କିଛି ଠକାଇ ନେଇଥାଏ, ତେବେ ଚାରି ଗୁଣରେ ତାକୁ ଫେରାଇ ଦେବି।”


ସେମାନଙ୍କୁ ସେ କହିଲା, ‘ତୁମେ ମଧ୍ୟ ମୋ’ ଦ୍ରାକ୍ଷା କ୍ଷେତକୁ ଯାଇ କାମ କର, ତୁମ୍ଭମାନଙ୍କୁ ଉପଯୁକ୍ତ ମଜୁରୀ ଦେବି।’


Swiv nou:

Piblisite


Piblisite