Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:17 - ପବିତ୍ର ବାଇବଲ (CL) NT (BSI)

17 ସ୍ୱର୍ଗଦୂତମାନେ ସେହି ଶିଶୁ ସମ୍ବନ୍ଧରେ ଯାହା କହିଥିଲେ, ମେଷପାଳକମାନେ ତାହା ସବୁ ସେମାନଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେମାନେ ଏହା ଦେଖି ସେହି ଶିଶୁଙ୍କ ସମ୍ଵନ୍ଧରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,

Gade chapit la Kopi

ଓଡିଆ ବାଇବେଲ

17 ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,

Gade chapit la Kopi

ପବିତ୍ର ବାଇବଲ

17 ମେଷପାଳକମାନେ ଶିଶୁଙ୍କୁ ଦେଖିଲେ। ଏହି ଶିଶୁଙ୍କ ବିଷୟରେ ସ୍ୱର୍ଗଦୂତମାନେ ଯାହା କହିଥିଲେ, ତାହା ସେମାନେ ସମସ୍ତଙ୍କୁ କହିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:17
10 Referans Kwoze  

କିନ୍ତୁ ଯୀଶୁ ତାକୁ ପଠାଇ ଦେଇ କହିଲେ, “ଘରକୁ ଫେରି ଯାଅ, ଈଶ୍ୱର ତୁମ ପ୍ରତି ଯାହା କରିଛନ୍ତି, ତାହା ଜଣାଅ।” ସେ ଫେରିଯାଇ ଯୀଶୁ ତା’ ପାଇଁ କରିଥିବା କାର୍ଯ୍ୟ ସହର ସାରା ସମସ୍ତଙ୍କୁ କହି ବୁଲିଲା।


ଶିଶୁ ଯୀଶୁ ମନ୍ଦିରରେ ଉତ୍ସର୍ଗୀକୃତ ହେବାବେଳେ ହାନ୍ନା ସେଠାରେ ପହଞ୍ôଚ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ଈଶ୍ୱର ଯିରୂଶାଲମକୁ ଉଦ୍ଧାର କରିବେ ବୋଲି ଯେଉଁମାନେ ବିଶ୍ୱାସ କରି ଅପେକ୍ଷା କରୁଥିଲେ, ସେ ସମସ୍ତଙ୍କୁ ଶିଶୁଙ୍କ ବିଷୟରେ କହିଲେ।


ସେମାନେ ଶୀଘ୍ର ଯାଇ ମରିୟମ, ଯୋସେଫ ଏବଂ ଗୁହାଳ କୁଣ୍ଡରେ ଶୋଇଥିବା ଶିଶୁଟିକୁ ଦେଖିଲେ।


ମେଷପାଳକମାନଙ୍କ କଥା ଶୁଣି ସମସ୍ତେ ଆଚମ୍ବିତ ହେଲେ।


Swiv nou:

Piblisite


Piblisite