Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:22 - ପବିତ୍ର ବାଇବଲ (CL) NT (BSI)

22 ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ, ଯୋସେଫ ଓ ମରିୟମଙ୍କର ଶୁଦ୍ଧି ହେବା ସମୟ ଉପସ୍ଥିତ ହେଲା, ସେମାନେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଶିଶୁକୁ ଉତ୍ସର୍ଗ କରିବା ପାଇଁ ଯିରୂଶାଲମକୁ ନେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନଙ୍କର ଶୁଚି ହେବା ସମୟ ପୂର୍ଣ୍ଣ ହେଲା,

Gade chapit la Kopi

ଓଡିଆ ବାଇବେଲ

22 ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,

Gade chapit la Kopi

ପବିତ୍ର ବାଇବଲ

22 ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଶୁଚି ହେବାର ସମୟ ଆସିଲା। ଏହା ପରେ ଯୋଷେଫ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ୱରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ନେଇ ଆସିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:22
4 Referans Kwoze  

ପବିତ୍ର ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ଶିମିୟୋନ୍ ମନ୍ଦିରକୁ ଗଲେ। ବ୍ୟବସ୍ଥା ଅନୁଯାୟୀ ଯାହା ଆବଶ୍ୟକ, ତାହା କରିବା ପାଇଁ ପିତାମାତା ଯେତେବେଳେ ଶିଶୁ ଯୀଶୁଙ୍କୁ ମନ୍ଦିର ଭିତରକୁ ଆଣିଲେ,


Swiv nou:

Piblisite


Piblisite