ଲୂକ ଲିଖିତ ସୁସମାଚାର 2:26 - ପବିତ୍ର ବାଇବଲ (CL) NT (BSI)26 ପ୍ରଭୁଙ୍କ ପ୍ରତିଶ୍ରୁତି ଅନୁସାରେ ମସୀହଙ୍କ ଆବିର୍ଭାବ ପର୍ଯ୍ୟନ୍ତ ସେ ମୃତ୍ୟୁବରଣ କରିବେ ନାହିଁ ବୋଲି ପବିତ୍ର ଆତ୍ମାଙ୍କଠାରୁ ନିଶ୍ଚିତ ଭରସା ପାଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ପ୍ରଭୁଙ୍କ ଅଭିଷିକ୍ତଙ୍କର ଦର୍ଶନ ନ ପାଇଲେ ତାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ଵାରା ତାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା। Gade chapit laଓଡିଆ ବାଇବେଲ26 ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା। Gade chapit laପବିତ୍ର ବାଇବଲ26 ପବିତ୍ରଆତ୍ମା ତାହାଙ୍କୁ କହି ଦେଇଥିଲେ ଯେ, ସେ ପ୍ରଭୁ ପରମେଶ୍ୱରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନ କରିବା ପୂର୍ବରୁ ତାହାଙ୍କର ମୃତ୍ୟୁ ହେବ ନାହିଁ। Gade chapit la |