Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:3 - ପବିତ୍ର ବାଇବଲ (CL) NT (BSI)

3 ପ୍ରତ୍ୟେକେ ନିଜର ନାମ ତାଲିକାଭୁକ୍ତ କରିବା ପାଇଁ ପୈତୃକ ସହରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।

Gade chapit la Kopi

ଓଡିଆ ବାଇବେଲ

3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ପ୍ରତ୍ୟେକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:3
5 Referans Kwoze  

ସେହି ସମୟରେ ସମଗ୍ର ରୋମ ରାଜ୍ୟରେ ଜନଗଣନା କରିବା ପାଇଁ ସମ୍ରାଟ ଅଗଷ୍ଟସ୍ ଆଦେଶ ଜାରି କଲେ।


କ୍ୱିରିନିୟସ୍ ସିରିଆର ରାଜ୍ୟପାଳ ଥିବା ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା।


ଯୋସେଫ ରାଜା ଦାଉଦଙ୍କ ବଂଶଧର ଥିôବାରୁ ଗାଲିଲୀର ନାଜରିତ ସହରରୁ ଦାଉଦଙ୍କ ଜନ୍ମ ସ୍ଥାନ ଯିହୂଦାର ବେଥଲିହିମ ସହରକୁ ଗଲେ।


ସେ ତାଙ୍କର ବାଗ୍ଦତ୍ତା ମରିୟମଙ୍କ ସହିତ ନାମ ଲେଖାଇବା ପାଇଁ ଗଲେ। ମରିୟମ ଗର୍ଭବତୀ ଥିଲେ


Swiv nou:

Piblisite


Piblisite