Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:30 - ପବିତ୍ର ବାଇବଲ (CL) NT (BSI)

30 ମୁଁ ସ୍ୱଚକ୍ଷୁରେ ତୁମ ପ୍ରଦତ୍ତ ପରିତ୍ରାଣ ଦେଖିଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 କାରଣ ମୋହର ନେତ୍ର ତୁମ୍ଭର ପରିତ୍ରାଣ ଦେଖିଅଛି,

Gade chapit la Kopi

ଓଡିଆ ବାଇବେଲ

30 କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,

Gade chapit la Kopi

ପବିତ୍ର ବାଇବଲ

30 ମୁଁ ମୋ’ ଆଖିରେ ତୁମ୍ଭର ପରିତ୍ରାଣକୁ ଦେଖିଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:30
11 Referans Kwoze  

ସମଗ୍ର ମାନବ ଜାତି ଈଶ୍ୱରଙ୍କ ପରିତ୍ରାଣର ଯୋଜନା ଦେଖିବେ’।”


ଯାହା ତୁମେ ସମସ୍ତ ଜାତିର ଲୋକମାନଙ୍କ ସମ୍ମୁଖରେ ସାଧନ କରିଛ:


ଉପସଂହାରରେ ପାଉଲ କହିଲେ, “ସୁତରାଂ ତୁମ୍ଭେମାନେ ଜାଣି ରଖ, ପରିତ୍ରାଣ ପାଇଁ ଈଶ୍ୱରଙ୍କ ଶୁଭବାର୍ତ୍ତା ଅଣଇହୁଦୀମାନଙ୍କ ନିକଟକୁ ପଠାଯାଇଛି। ସେମାନେ ତା’ ଶୁଣିବେ।’


Swiv nou:

Piblisite


Piblisite