Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:5 - ପବିତ୍ର ବାଇବଲ (CL) NT (BSI)

5 ସେ ତାଙ୍କର ବାଗ୍ଦତ୍ତା ମରିୟମଙ୍କ ସହିତ ନାମ ଲେଖାଇବା ପାଇଁ ଗଲେ। ମରିୟମ ଗର୍ଭବତୀ ଥିଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।

Gade chapit la Kopi

ଓଡିଆ ବାଇବେଲ

5 ତାହାଙ୍କ ସହିତ ମରିୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ଯୋଷେଫ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ମରିୟମ ସେତେବେଳେ ଗର୍ଭବତୀ ଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:5
6 Referans Kwoze  

ସେହି ସମୟରେ ସମଗ୍ର ରୋମ ରାଜ୍ୟରେ ଜନଗଣନା କରିବା ପାଇଁ ସମ୍ରାଟ ଅଗଷ୍ଟସ୍ ଆଦେଶ ଜାରି କଲେ।


ପ୍ରତ୍ୟେକେ ନିଜର ନାମ ତାଲିକାଭୁକ୍ତ କରିବା ପାଇଁ ପୈତୃକ ସହରକୁ ଗଲେ।


ଯୋସେଫ ରାଜା ଦାଉଦଙ୍କ ବଂଶଧର ଥିôବାରୁ ଗାଲିଲୀର ନାଜରିତ ସହରରୁ ଦାଉଦଙ୍କ ଜନ୍ମ ସ୍ଥାନ ଯିହୂଦାର ବେଥଲିହିମ ସହରକୁ ଗଲେ।


ଓ ସେମାନେ ବେଥଲିହିମରେ ଥିବା ସମୟରେ ତାଙ୍କର ପ୍ରସବ କାଳ ଉପସ୍ଥିତ ହେଲା।


Swiv nou:

Piblisite


Piblisite