Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:52 - ପବିତ୍ର ବାଇବଲ (CL) NT (BSI)

52 ଈଶ୍ୱର ଓ ମନୁଷ୍ୟମାନଙ୍କ ଅନୁଗ୍ରହ ଲାଭ କରି ଯୀଶୁ ଶରୀର ଓ ଜ୍ଞାନରେ ବୃଦ୍ଧି ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି ଈଶ୍ଵରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।

Gade chapit la Kopi

ଓଡିଆ ବାଇବେଲ

52 ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ୱରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।

Gade chapit la Kopi

ପବିତ୍ର ବାଇବଲ

52 ଯୀଶୁ ଜ୍ଞାନରେ, ଶରୀରରେ ଏବଂ ପରମେଶ୍ୱର ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବଢ଼ିବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:52
6 Referans Kwoze  

ଶିଶୁ ବଳିଷ୍ଠ ହୋଇ ବଢ଼ିବାକୁ ଲାଗିଲେ, ସେ ଜ୍ଞାନରେ ପୂର୍ଣ୍ଣ ହେଲେ ଏବଂ ତାଙ୍କ ଉପରେ ଈଶ୍ୱରଙ୍କ ଆଶୀର୍ବାଦ ଥିଲା।


ଯେ କେହି ଏହିପରି ଭାବେ ଖ୍ରୀଷ୍ଟଙ୍କ ସେବା କରେ; ସେ ଈଶ୍ୱରଙ୍କୁ ପ୍ରୀତ କରିବ, ମନୁଷ୍ୟ ସମାଜରେ ମଧ୍ୟ ଆଦୃତ ହେବ।


ବୟସ ବଢ଼ିବା ସଙ୍ଗେ ସଙ୍ଗେ ଶିଶୁଟିର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିଲା କିନ୍ତୁ ଇଶ୍ରାୟେଲ ଲୋକମାନଙ୍କ ସମକ୍ଷରେ ନିଜକୁ ପ୍ରକାଶ କରିବା ପର୍ଯ୍ୟନ୍ତ ସେ ନିର୍ଜ୍ଜନ ମରୁ ଅଞ୍ଚଳରେ ବାସ କଲେ।


Swiv nou:

Piblisite


Piblisite