Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:1 - ପବିତ୍ର ବାଇବଲ (CL) NT (BSI)

1 ଦିନେ ଯୀଶୁ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଇ ଶୁଭବାର୍ତ୍ତା ପ୍ରଚାର କରୁଥିବାବେଳେ ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ, ଧର୍ମନେତାମାନଙ୍କ ସହିତ ଆସି ତାଙ୍କୁ ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିମଧ୍ୟରେ ସେ ଦିନେ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନବର୍ଗଙ୍କ ସହିତ ଆସି ତାହାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଦିନେ ଯୀଶୁ ମନ୍ଦିର ଭିତରେ ଥିଲେ। ସେ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ଯୀଶୁ ଲୋକମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ସୁସମାଗ୍ଭର କହୁଥିଲେ। ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ପ୍ରଶ୍ନ ପଗ୍ଭରିବାକୁ ଆସିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:1
10 Referans Kwoze  

ଏହି ପ୍ରକାରେ ସେମାନେ ଲୋକମାନଙ୍କୁ, ଧର୍ମନେତା ଓ ଗୁରୁମାନଙ୍କୁ ଉତ୍ତେଜିତ କଲେ ଓ ସ୍ତିଫାନଙ୍କୁ ଧରି ମହାସଭାକୁ ନେଇଗଲେ।


ପିତର ଓ ଯୋହନ ଲୋକମାନଙ୍କୁ ଏହିପରି ଶିକ୍ଷା ଦେଉଥିବା ସମୟରେ ମନ୍ଦିରର କେତେକ ଯାଜକ, ମନ୍ଦିର ପ୍ରହରୀମାନଙ୍କର ସେନାପତି ଓ କେତେକ ସାଦ୍ଦୁକୀ ଆସି ପହଞ୍ଚିଲେ।


ଯୀଶୁ ଉତ୍ତର ଦେଇ କହିଲେ, “ମୁଁ ସବୁବେଳେ ସମସ୍ତଙ୍କ ନିକଟରେ ପ୍ରକାଶ୍ୟଭାବେ ଶିକ୍ଷା ଦେଇଛି। ମନ୍ଦିର ଓ ଉପାସନା ଗୃହମାନଙ୍କରେ, ଲୋକମାନେ ସମବେତ ହୋଇଥିବାବେଳେ ମୁଁ କଥା ମୁଁ ଗୋପନରେ କହି ନାହିଁ।


କିଛି ସମୟ ପରେ ଯୀଶୁ ସହର ଓ ଗ୍ରାମମାନଙ୍କରେ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ଶୁଭବାର୍ତ୍ତା ପ୍ରଚାର କରି ଭ୍ରମଣ କଲେ। ବାର ଜଣ ଶିଷ୍ୟ ତାଙ୍କ ସହିତ ଗଲେ।


ଯୀଶୁ ତା’ପରେ ଜମା ହୋଇଥିବା ସେହି ଲୋକମାନଙ୍କୁ କହିଲେ, “ମୁଁ କ’ଣ ଗୋଟିଏ ପଳାତକ ଦସ୍ୟୁ ଯେ ଖଣ୍ଡା ଠେଙ୍ଗା ନେଇ ମୋତେ ଧରିବାକୁ ଆସିଛ? ପ୍ରତିଦିନ ମୁଁ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, ସେତେବେଳେ ତ ମୋତେ ଧରି ନ ଥିଲ!


“କୁହନ୍ତୁ, କେଉଁ ଅଧିକାରରେ ଆପଣ ଏସବୁ ବିଷୟ କରୁଛନ୍ତି? କିଏ ଆପଣଙ୍କୁ ଏ କ୍ଷମତା ଦେଲା?”


Swiv nou:

Piblisite


Piblisite