Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:12 - ପବିତ୍ର ବାଇବଲ (CL) NT (BSI)

12 କିଛି ଦିନ ପରେ ସେ ତୃତୀୟ ଦାସକୁ ପଠାଇଲେ। ସେମାନେ ତାକୁ ମଧ୍ୟ କ୍ଷତବିକ୍ଷତ କରି ବାହାରେ ପକାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ି ଦେଲେ।

Gade chapit la Kopi

ଓଡିଆ ବାଇବେଲ

12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ।

Gade chapit la Kopi

ପବିତ୍ର ବାଇବଲ

12 ତେଣୁ ଜମିମାଲିକ ପୁଣି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ତାକୁ ଭୟଙ୍କର ଭାବରେ କ୍ଷତବିକ୍ଷତ କରି ବାହାରକୁ ଫିଙ୍ଗି ଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:12
3 Referans Kwoze  

ତା’ପରେ ସେ ଆଉ ଜଣେ ଦାସକୁ ପଠାଇଲେ; କିନ୍ତୁ ଚାଷୀମାନେ ତାକୁ ମଧ୍ୟ ମାଡ଼ ମାରିଲେ ଓ ଅପମାନ ଦେଇ ଶୂନ୍ୟ ହସ୍ତରେ ଫେରାଇଦେଲେ।


ତା’ପରେ ଦ୍ରାକ୍ଷା କ୍ଷେତର ମାଲିକ କହିଲେ, ‘ମୁଁ ଏବେ କ’ଣ କରିବି? ଏଥର ମୁଁ ମୋର ପ୍ରିୟ ପୁତ୍ରକୁ ପଠାଇବି। ସେମାନେ ନିଶ୍ଚୟ ତାକୁ ସମ୍ମାନ କରିବେ!’


ତା’ପରେ ସେ ଆଉ ଜଣକୁ ପଚାରିଲା, ‘ଆଉ ତୁ - କେତେ କରଜ କରିଛୁ?’ ସେ କହିଲା, ‘ଏକ ହଜାର ବସ୍ତା ଗହମ,’ ବେବର୍ତ୍ତା ତାକୁ କହିଲା, ‘ଏଇ ତୋର ରସିଦ୍, ଏଥିରେ ଆଠ ଶହ ବୋଲି ଲେଖିଦେ।’


Swiv nou:

Piblisite


Piblisite