Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:2 - ପବିତ୍ର ବାଇବଲ (CL) NT (BSI)

2 “କୁହନ୍ତୁ, କେଉଁ ଅଧିକାରରେ ଆପଣ ଏସବୁ ବିଷୟ କରୁଛନ୍ତି? କିଏ ଆପଣଙ୍କୁ ଏ କ୍ଷମତା ଦେଲା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ।

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ?

Gade chapit la Kopi

ପବିତ୍ର ବାଇବଲ

2 ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହ, କେଉଁ ଅଧିକାର ବଳରେ ତୁମ୍ଭେ ଏସବୁ କାମ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦେଲା?”

Gade chapit la Kopi




ଲୂକ ଲିଖିତ ସୁସମାଚାର 20:2
13 Referans Kwoze  

କିନ୍ତୁ ଯେଉଁ ଲୋକଟି ଅନ୍ୟ ପ୍ରତି ଦୁର୍ବ୍ୟବହାର କରୁଥିଲା, ସେ ମୋଶାଙ୍କୁ ଆଡ଼େଇ ଦେଇ ପଚାରିଲା, ‘ଆମ ଉପରେ ତୋତେ କିଏ ଶାସକ ଓ ବିଚାରପତି କରିଛି?


ଇହୁଦୀ କର୍ତ୍ତୃପକ୍ଷମାନେ ଯୀଶୁଙ୍କୁ ପ୍ରଶ୍ନ କଲେ, “ଏଭଳି କାର୍ଯ୍ୟ କରିବା ପାଇଁ ତୁମର ଅଧିକାର ଅଛି ବୋଲି ତୁମେ କି ଅଲୌକିକ କାର୍ଯ୍ୟ ଦ୍ୱାରା ପ୍ରମାଣ ଦେଇ ପାରିବ?”


ସ୍ତିଫାନ ଆହୁରି କହିଲେ, “ତୁମ୍ଭେମାନେ କେଡ଼େ ଅବୋଧ୍ୟ। ତୁମ୍ଭମାନଙ୍କ ହୃଦୟ କେଡ଼େ ଅସୁନ୍ନତ। ଈଶ୍ୱରଙ୍କ ବାକ୍ୟ ପ୍ରତି ତୁମ୍ଭେମାନେ କେଡ଼େ ବଧିର! ତୁମ୍ଭେମାନେ ଠିକ୍ ତୁମ ପୂର୍ବପୁରୁଷମାନଙ୍କ ପରି: ତୁମ୍ଭେମାନେ ସର୍ବଦା ପବିତ୍ରଆତ୍ମାଙ୍କ ବିରୁଦ୍ଧାଚରଣ କରିଛ!


ଦିନେ ଯୀଶୁ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଇ ଶୁଭବାର୍ତ୍ତା ପ୍ରଚାର କରୁଥିବାବେଳେ ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ, ଧର୍ମନେତାମାନଙ୍କ ସହିତ ଆସି ତାଙ୍କୁ ପଚାରିଲେ,


ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମକୁ ଗୋଟିଏ ପ୍ରଶ୍ନ ପଚାରିବି।


Swiv nou:

Piblisite


Piblisite