ଲୂକ ଲିଖିତ ସୁସମାଚାର 20:21 - ପବିତ୍ର ବାଇବଲ (CL) NT (BSI)21 ଚରମାନେ ଯୀଶୁଙ୍କ ଛିଦ୍ର ଧରିବାକୁ ଆସି ତାଙ୍କୁ ପ୍ରଶ୍ନ କଲେ, “ହେ ଗୁରୁ, ଆପଣ ଯାହା କହନ୍ତି ଓ ଶିକ୍ଷା ଦିଅନ୍ତି, ତାହା ଯଥାର୍ଥ ବୋଲି ଆମେ ଜାଣୁ। ଆମେ ଜାଣୁ ଯେ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିନ୍ତୁ ମନୁଷ୍ୟ ଜୀବନ ପାଇଁ ଈଶ୍ୱରଙ୍କର ଇଚ୍ଛା ବିଷୟରେ ସ୍ପଷ୍ଟ ଶିକ୍ଷା ଦିଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଯଥାର୍ଥ ରୂପେ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। Gade chapit laଓଡିଆ ବାଇବେଲ21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି। Gade chapit laପବିତ୍ର ବାଇବଲ21 ସେହି ଲୋକମାନେ ଯୀଶୁଙ୍କୁ କହିଲେ, “ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁ ନାହାନ୍ତି। ଆପଣ ପରମେଶ୍ୱରଙ୍କ ମାର୍ଗ ବିଷୟରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ୟ। Gade chapit la |