Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:4 - ପବିତ୍ର ବାଇବଲ (CL) NT (BSI)

4 ମୋତେ କୁହ, ଯୋହନଙ୍କ ଜଳଦୀକ୍ଷା ଦେବାର ଅଧିକାର ଈଶ୍ୱରଙ୍କଠାରୁ ନା ମନୁଷ୍ୟଠାରୁ ମିଳିଥିଲା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯୋହନଙ୍କର ବାପ୍ତିସ୍ମ।।।ସ୍ଵର୍ଗରୁ ନା ମନୁଷ୍ୟଠାରୁ ହେଲା?

Gade chapit la Kopi

ଓଡିଆ ବାଇବେଲ

4 ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ଥିଲା?”

Gade chapit la Kopi

ପବିତ୍ର ବାଇବଲ

4 ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମଣିଷଠାରୁ ଆସିଥିଲା?”

Gade chapit la Kopi




ଲୂକ ଲିଖିତ ସୁସମାଚାର 20:4
10 Referans Kwoze  

ମୁଁ ବାପାଙ୍କ ନିକଟକୁ ଯିବି ଓ କହିବି, ବାପା, ମୁଁ ଈଶ୍ୱରଙ୍କ ବିରୁଦ୍ଧରେ ଦୋଷ କରିଛି।


ଏହି ଜ୍ୟୋତି ବିଷୟରେ ସାକ୍ଷ୍ୟ ଦେବାକୁ ଯୋହନ ନାମକ ଜଣେ ବ୍ୟକ୍ତିଙ୍କୁ ଈଶ୍ୱର ପ୍ରେରଣ କରିଥିଲେ।


ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମକୁ ଗୋଟିଏ ପ୍ରଶ୍ନ ପଚାରିବି।


ସେମାନେ ପରସ୍ପର ଭିତରେ ବିତର୍କ କରି କହିଲେ, “କ’ଣ କହିବା? ଯଦି ଆମେ କହୁ, ‘ଈଶ୍ୱରଙ୍କଠାରୁ,’ ସେ କହିବେ, “ତା’ହେଲେ କାହିଁକି ଯୋହନଙ୍କୁ ବିଶ୍ୱାସ କଲ ନାହିଁ?’


Swiv nou:

Piblisite


Piblisite