Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:41 - ପବିତ୍ର ବାଇବଲ (CL) NT (BSI)

41 ଯୀଶୁ ସେମାନଙ୍କୁ ପଚାରିଲେ, “ମସୀହ ଯେ ଦାଉଦଙ୍କ ବଂଶଧର, ଏହା କିପରି କୁହାଯାଇପାରେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 କିନ୍ତୁ ସେ ସେମାନଙ୍କୁ ପଚାରିଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି?

Gade chapit la Kopi

ଓଡିଆ ବାଇବେଲ

41 କିନ୍ତୁ ସେ ସେମାନଙ୍କୁ ପଚାରିଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 କିନ୍ତୁ ସେ ସେମାନଙ୍କୁ ପଚାରିଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି?

Gade chapit la Kopi

ପବିତ୍ର ବାଇବଲ

41 ତା'ପରେ ଯୀଶୁ କହିଲେ, “ଲୋକେ କାହିଁକି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର?

Gade chapit la Kopi




ଲୂକ ଲିଖିତ ସୁସମାଚାର 20:41
14 Referans Kwoze  

ଅବ୍ରାହାମ୍ ଓ ଦାଉଦଙ୍କ ବଂଶଧର ଯୀଶୁଖ୍ରୀଷ୍ଟଙ୍କ ପୂର୍ବପୁରୁଷମାନଙ୍କ ବଂଶାବଳୀ -


ସେ ଜଣେ ଭାବବାଦୀ ଥିଲେ, ତେଣୁ ତାଙ୍କ ପ୍ରତି ଈଶ୍ୱରଙ୍କ ପ୍ରତିଜ୍ଞା କଥା ଜାଣିଥିଲେ। ଦାଉଦଙ୍କ ବଂଶଧରମାନଙ୍କ ମଧ୍ୟରୁ ଜଣକୁ ରାଜା କରିବେ ବୋଲି ଈଶ୍ୱର ପ୍ରତିଜ୍ଞା କରିଥିଲେ।


ଶାସ୍ତ୍ରରେ ଲେଖାଅଛି, ମସୀହ ଦାଉଦ ରାଜାଙ୍କ ବଂଶଧର ଏବଂ ସେ ଦାଉଦଙ୍କ ବାସସ୍ଥାନ ବେଥ୍ଲେହିମ୍ ସହରରେ ଜନ୍ମ ଗ୍ରହଣ କରିବେ।”


“ମୁଁ ଯୀଶୁ। ମଣ୍ଡଳୀମାନଙ୍କରେ ତୁମ୍ଭମାନଙ୍କ ଉପକାରାର୍ଥେ ଏସବୁ ବିଷୟ ଘୋଷଣା କରିବା ପାଇଁ ମୋର ଦୂତକୁ ପ୍ରେରଣ କରିଛି। ମୁଁ ଦାଉଦଙ୍କ ବଂଶଧର। ମୁଁ ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


ଯୀଶୁ ସେଠାରେ ପ୍ରସ୍ଥାନ କଳାବେଳେ ଦୁଇଜଣ ଅନ୍ଧ ତାଙ୍କ ଅନୁସରଣ କଲେ। ସେମାନେ ଚିତ୍କାର କରି କହୁଥିଲେ, “ହେ ଦାଉଦବଂଶଜ, ଆମକୁ ଦୟା କରନ୍ତୁ।”


Swiv nou:

Piblisite


Piblisite