Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:44 - ପବିତ୍ର ବାଇବଲ (CL) NT (BSI)

44 ଦାଉଦ ତାଙ୍କୁ ‘ପ୍ରଭୁ’ ବୋଲି ଉଲ୍ଲେଖ କରିଛନ୍ତି; ତା’ହେଲେ ମସୀହ କିପରି ଦାଉଦଙ୍କ ବଂଶଧର ହୋଇପାରନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଅତଏବ, ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ, ସେ କିପ୍ରକାରେ ତାଙ୍କର ସନ୍ତାନ?

Gade chapit la Kopi

ଓଡିଆ ବାଇବେଲ

44 ଅତଏବ ଦାଉଦ ଯୀଶୁଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ଯୀଶୁ କିପ୍ରକାରେ ଦାଉଦର ସନ୍ତାନ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?”

Gade chapit la Kopi

ପବିତ୍ର ବାଇବଲ

44 ଦାଉଦ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ କହିଛନ୍ତି। କିନ୍ତୁ ଖ୍ରୀଷ୍ଟ ମଧ୍ୟ ଦାଉଦଙ୍କ ପୁତ୍ର। ଏ ଉଭୟ କଥା କିପରି ସତ୍ୟ ହୋଇ ପାରିବ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 20:44
10 Referans Kwoze  

“ମୁଁ ଯୀଶୁ। ମଣ୍ଡଳୀମାନଙ୍କରେ ତୁମ୍ଭମାନଙ୍କ ଉପକାରାର୍ଥେ ଏସବୁ ବିଷୟ ଘୋଷଣା କରିବା ପାଇଁ ମୋର ଦୂତକୁ ପ୍ରେରଣ କରିଛି। ମୁଁ ଦାଉଦଙ୍କ ବଂଶଧର। ମୁଁ ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।


ଶେଷରେ ଯେତେବେଳେ ଉପଯୁକ୍ତ ସମୟ ଆସିଲା, ଈଶ୍ୱର ତାଙ୍କ ନିଜ ପୁତ୍ରଙ୍କୁ ପ୍ରେରଣ କଲେ। ଜଣେ ସାଧାରଣ ସ୍ତ୍ରୀ ଗର୍ଭରୁ ସେ ଜାତ ହୋଇ ଇହୁଦୀୟ ବ୍ୟବସ୍ଥାର ଅଧୀନରେ ଜୀବନ ଯାପନ କଲେ।


ଆମ ବିଖ୍ୟାଦ ଇହୁଦୀ ପୂର୍ବପୁରୁଷମାନଙ୍କର ସେମାନେ ବଂଶଧର ଏବଂ ମାନବ ରୂପେ ଖ୍ରୀଷ୍ଟ ସେହି ବଂଶରୁ ଜାତ। ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ ହୁଅନ୍ତୁ।


“ଆଜି ଦାଉଦଙ୍କ ସହରରେ ତୁମ୍ଭମାନଙ୍କର ପରିତ୍ରାଣକର୍ତ୍ତା ଜନ୍ମ ହୋଇଛନ୍ତି - ସେ ଖ୍ରୀଷ୍ଟ ପ୍ରଭୁ!


ସେହି ଭବିଷ୍ୟବାଣୀ ହେଉଛି, “ଜଣେ କୁମାରୀ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ। ସେହି ପୁତ୍ର ‘ଇମ୍ମାନୁୟେଲ’ ନାମରେ ଅଭିହିତ ହେବେ। ଇମ୍ମାନୁୟେଲ ଅର୍ଥ ଈଶ୍ୱର ଆମ୍ଭମାନଙ୍କର ସହିତ ଅଛନ୍ତି”।


ଲୋକମାନେ ତାଙ୍କ କଥା ଶୁଣିବା ସମୟରେ ଯୀଶୁ ତାଙ୍କ ଶିଷ୍ୟମାନଙ୍କୁ କହିଲେ,


Swiv nou:

Piblisite


Piblisite