Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:11 - ପବିତ୍ର ବାଇବଲ (CL) NT (BSI)

11 ତୁମେ ତା’ ପଛରେ ସେହି ଘରର ମାଲିକକୁ କୁହ: ‘ଗୁରୁ ଆପଣଙ୍କ ପାଖକୁ ଏହି ଖବର ପଠାଇଛନ୍ତି, ମୁଁ ଓ ମୋର ଶିଷ୍ୟମାନେ କେଉଁ କୋଠରୀରେ ନିସ୍ତାର ପର୍ବ ପାଳନ କରିବୁ?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଗୁରୁ ଆପଣଙ୍କୁ ପଚାରୁ ଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ?

Gade chapit la Kopi

ଓଡିଆ ବାଇବେଲ

11 'ଗୁରୁ ଆପଣଙ୍କୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ"?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ‘ଗୁରୁ ଆପଣଙ୍କୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ?’

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭେମାନେ ଘରମାଲିକଙ୍କୁ ପଗ୍ଭରିବ, ‘ଗୁରୁ ପଗ୍ଭରୁଛନ୍ତି ଯେ ସେ ଓ ତାହାଙ୍କର ଶିଷ୍ୟମାନେ ନିସ୍ତାରପର୍ବର ଖାଦ୍ୟ ଯେଉଁଠାରେ ଖାଇବେ, ତୁମ୍ଭେ ତାହା ଆମ୍ଭକୁ ଦେଖାଇ ଦିଅ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 22:11
9 Referans Kwoze  

ଏହା କହି ମାର୍ଥା ଫେରିଯାଇ ଏକାନ୍ତରେ ମରିୟମଙ୍କୁ ଡାକି କହିଲେ, “ଗୁରୁ ଆସିଛନ୍ତି- ତୋତେ ଡାକୁଛନ୍ତି।”


ଦେଖ! ମୁଁ ବାହାରେ ଠିଆହୋଇ ଦ୍ୱାରରେ ଆଘାତ କରୁଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଖୋଲି ଦିଏ, ମୁଁ ତା’ ଘର ଭିତରକୁ ଆସି ତା’ ସହିତ ଭୋଜନ କରିବି ଏବଂ ସେ ମୋ’ ସହିତ ଭୋଜନ କରିବ।


ସେମାନେ ଉତ୍ତର ଦେଲେ, “ଏହା ଗୁରୁଙ୍କର ପ୍ରୟୋଜନ”।


କାହିଁକି ଏହାକୁ ଫିଟାଉଛ ବୋଲି ଯଦି କେହି ତୁମକୁ ପଚାରେ, ତାକୁ କୁହ ଯେ, ଗୁରୁଙ୍କର ଏହା ପ୍ରୟୋଜନ।”


ଯେତେବେଳେ ଯୀଶୁ ସେହି ସ୍ଥାନରେ ପହଞ୍ଚିଲେ, ସେ ଉପରକୁ ଅନାଇ ଜଖିୟକୁ କହିଲେ, “ଜଖିୟ, ଶୀଘ୍ର ତଳକୁ ଓହ୍ଲାଇ ଆସ; ଆଜି ମୋତେ ତୁମ ଘରେ ରହିବାକୁ ହେବ।”


କେହି କିଛି ପଚାରିଲେ କହିବ, ‘ସେଥିରେ ଗୁରୁଙ୍କର ଦରକାର ଅଛି।’ ତେବେ ସଙ୍ଗେ ସଙ୍ଗେ ସେ ସେମାନଙ୍କୁ ଛାଡ଼ିଦେବ।”


ତା’ ପଛେ ପଛେ ଯାଇ ସେ ଯେପରି ଗୃହରେ ପ୍ରବେଶ କରିବ, ସେହି ଘରର ମାଲିକକୁ କୁହ, ‘ଗୁରୁ, ପଚାରୁଛନ୍ତି, କେଉଁ କୋଠରୀରେ ସେ ତାଙ୍କ ଶିଷ୍ୟମାନଙ୍କ ସହିତ ନିସ୍ତାର ପର୍ବ ଭୋଜ ପାଳନ କରିବେ?’


ସେ ଉତ୍ତର ଦେଲେ, “ତୁମ୍ଭେ ନଗର ମଧ୍ୟକୁ ଯିବା ସମୟରେ ମାଟିପାତ୍ରରେ ପାଣି ବୋହି ନେଇ ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ। ସେ ଯେଉଁ ଘରେ ପ୍ରବେଶ କରିବ,


ସେ ତୁମକୁ ଉପର ମହଲାରେ ସଜ୍ଜିତ ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବ। ସେଠାରେ ତୁମେ ସମସ୍ତ ବିଷୟ ପ୍ରସ୍ତୁତ ଥିବା ଦେଖିବ।”


Swiv nou:

Piblisite


Piblisite