Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:12 - ପବିତ୍ର ବାଇବଲ (CL) NT (BSI)

12 ସେ ତୁମକୁ ଉପର ମହଲାରେ ସଜ୍ଜିତ ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବ। ସେଠାରେ ତୁମେ ସମସ୍ତ ବିଷୟ ପ୍ରସ୍ତୁତ ଥିବା ଦେଖିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ୍ କୋଠରି ଦେଖାଇଦେବେ; ସେସ୍ଥାନରେ ପ୍ରସ୍ତୁତ କର।

Gade chapit la Kopi

ଓଡିଆ ବାଇବେଲ

12 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠୋରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର।”

Gade chapit la Kopi

ପବିତ୍ର ବାଇବଲ

12 ତା'ପରେ ଘରମାଲିକ ତୁମ୍ଭମାନଙ୍କୁ ଉପର ମହଲାର ଗୋଟିଏ ବଡ଼ ବଖରା ଦେଖାଇ ଦେବେ। ଏ ବଖରାଟିରେ ତୁମ୍ଭେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କରିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:12
7 Referans Kwoze  

ସହରକୁ ଯାଇ ସେମାନେ ରହୁଥିବା କୋଠରୀରେ ପ୍ରବେଶ କଲେ। ସେହି ପ୍ରେରିତ ଶିଷ୍ୟମାନେ ହେଉଛନ୍ତି ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବର୍ଥଲମି, ମାଥିଉ ଓ ଆଲଫିଙ୍କ ପୁତ୍ର ଯାକୁବ, ଦେଶପ୍ରେମୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୁଦା।


ସେମାନଙ୍କ ବିଷୟରେ ତାଙ୍କୁ କେହି କିଛି କହିବା ଆବଶ୍ୟକ ନ ଥିଲା, କାରଣ ଯୀଶୁ ସେମାନଙ୍କ ଅନ୍ତରର କଥା ଜାଣିପାରୁଥିଲେ।


ଯେଉଁ ଉପର କୋଠରୀରେ ଆମେ ସଭା କରିଥିଲୁ, ସେଠାରେ ଅନେକ ପ୍ରଦୀପ ଜଳୁଥିଲା।


ଯୀଶୁ ଶିମୋନଙ୍କୁ ତୃତୀୟ ଥର ପଚାରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମେ ମୋତେ ସ୍ନେହ କରୁଛ?” ଏଥିରେ ପିତର ଦୁଃଖିତ ହେଲେ। କାରଣ ଯୀଶୁ ତାଙ୍କୁ ତୃତୀୟ ଥର ପଚାରିଲେ, “ତୁମେ ମୋତେ ସ୍ନେହ କରୁଛ?” ସେ କହିଲେ, “ପ୍ରଭୁ, ଆପଣ ସବୁ ଜାଣନ୍ତି- ମୁଁ ଯେ ଆପଣଙ୍କୁ ସ୍ନେହ କରେ, ଆପଣ ତାହା ଜାଣନ୍ତି।” ଯୀଶୁ ତାଙ୍କୁ କହିଲେ, “ମୋର ମେଷମାନଙ୍କର ଯତ୍ନ ନିଅ।


ତୁମେ ତା’ ପଛରେ ସେହି ଘରର ମାଲିକକୁ କୁହ: ‘ଗୁରୁ ଆପଣଙ୍କ ପାଖକୁ ଏହି ଖବର ପଠାଇଛନ୍ତି, ମୁଁ ଓ ମୋର ଶିଷ୍ୟମାନେ କେଉଁ କୋଠରୀରେ ନିସ୍ତାର ପର୍ବ ପାଳନ କରିବୁ?’


ସେମାନେ ଯାଇ ଯୀଶୁ ସେମାନଙ୍କୁ କହିବା ଅନୁସାରେ ସମସ୍ତ ବିଷୟ ଦେଖିଲେ ଓ ସେଠାରେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite