Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:41 - ପବିତ୍ର ବାଇବଲ (CL) NT (BSI)

41 ତା’ପରେ ସେ ସେମାନଙ୍କଠାରୁ ଅଳ୍ପ ଦୂରକୁ ଗଲେ ଏବଂ ଆଣ୍ଠୋଇ ପ୍ରାର୍ଥନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆଉ, ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଜାନୁ ପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,

Gade chapit la Kopi

ଓଡିଆ ବାଇବେଲ

41 ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ

41 ତା'ପରେ ଯୀଶୁ ସେମାନଙ୍କଠାରୁ ପ୍ରାୟ ପଗ୍ଭଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡ଼ି ବସି ପଡ଼ି ପ୍ରାର୍ଥନା କଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 22:41
9 Referans Kwoze  

ଯୀଶୁ ଅଳ୍ପ ଦୂରକୁ ଯାଇ ଭୂମିରେ ମୁହଁ ମାଡ଼ି ପ୍ରାର୍ଥନା କଲେ, “ପିତଃ! ଯଦି ସମ୍ଭବ ହୁଏ, ଏହି ଦୁଃଖଭୋଗର ପାନପାତ୍ର ମୋ’ଠାରୁ ଦୂରେଇ ନିଅ, କିନ୍ତୁ ମୋର ଇଚ୍ଛା ନୁହେଁ, ତୁମର ଇଚ୍ଛା ପୂରଣ ହେଉ।”


ଯୀଶୁ ଆଉ ଟିକିଏ ଆଗକୁ ଯାଇ ଭୂମିରେ ମୁହଁମାଡ଼ି ପଡ଼ିଲେ ଏବଂ ଯଦି ସମ୍ଭବ ହୁଏ, ଦୁଃଖଭୋଗ ଦେଇ ନ ଯିବା ପାଇଁ ପ୍ରାର୍ଥନା କରି କହିଲେ,


“ଫାରୁଶୀ ପୃଥକ ଭାବରେ ଏକାକୀ ଛିଡ଼ା ହୋଇ ପ୍ରାର୍ଥନା କଲା, ‘ପ୍ରଭୁ! ମୁଁ ତୁମକୁ ଧନ୍ୟବାଦ ଦେଉଅଛି ଯେ ମୁଁ ଅନ୍ୟମାନଙ୍କ ପରି ଲୋଭୀ, ଦୁର୍ନୀତିଗ୍ରସ୍ତ ବା ବ୍ୟଭିଚାରୀ ନୁହେଁ। ମୁଁ ତୁମକୁ ଧନ୍ୟବାଦ ଦେଉଅଛି ଯେ ମୁଁ ସେଠାରେ ଥିବା ସେହି କରଆଦାୟକାରୀ ପରି ନୁହେଁ।


“କିନ୍ତୁ କରଆଦାୟକାରୀ ଟିକିଏ ଦୂରରେ ଠିଆ ହେଲା ଓ ଉଦ୍ଧ୍ୱର୍କୁ ସୁଦ୍ଧା ଦୃଷ୍ଟିପାତ କରିବାକୁ ସାହସ କଲା ନାହିଁ, କିନ୍ତୁ ଛାତିରେ ହାତ ବାଡ଼େଇ କହିଲା, ‘ହେ ଈଶ୍ୱର, ମୁଁ ପାପୀ, ମୋତେ ଦୟା କର’!”


ସେ ଆଣ୍ଠୁମାଡ଼ି ଉଚ୍ଚ ସ୍ୱରରେ କହିଲେ, “ପ୍ରଭୁ! ଏମାନଙ୍କ ବିରୁଦ୍ଧରେ ଏହି ପାପ ସ୍ମରଣ କର ନାହିଁ।” ଏହା କହି ସେ ପ୍ରାଣତ୍ୟାଗ କଲେ। ସ୍ତିଫାନଙ୍କ ପ୍ରାଣଦଣ୍ଡକୁ ଶାଉଲ ଅନୁମୋଦନ କରିଥିଲେ।


ପିତର ସମସ୍ତଙ୍କୁ କୋଠରୀରୁ ବାହାର କରିଦେଲେ ଓ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ। ତା’ପରେ ସେ ଦର୍କାସର ମୃତ ଶରୀର ଆଡ଼କୁ ଚାହିଁ କହିଲେ, “ଟବିଥା, ଉଠ!” ଦର୍କାସ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।


ଭାଷଣ ଶେଷ କରିବା ପରେ ପାଉଲ ସେମାନଙ୍କ ସହିତ ଆଣ୍ଠୁମାଡ଼ି ପ୍ରାର୍ଥନା କଲେ।


କିନ୍ତୁ ସେମାନଙ୍କ ସହିତ ଏକ ସପ୍ତାହ ଅତିବାହିତ କରିବା ପରେ ଆମେ ସେମାନଙ୍କୁ ଛାଡ଼ି ନିଜ ବାଟରେ ଯାତ୍ରା କଲୁ। ଆମକୁ ବିଦାୟ ଦେବା ପାଇଁ ସେମାନେ ସମସ୍ତେ ନିଜ ସ୍ତ୍ରୀ ଓ ପିଲାମାନଙ୍କ ସହିତ ନଗର ବାହାରେ ଥିବା ସମୁଦ୍ରକୂଳ ପର୍ଯ୍ୟନ୍ତ ଆସିଲେ। ସେଠାରେ ଆମେ ସମସ୍ତେ ଆଣ୍ଠୋଇ ପଡ଼ି ପ୍ରାର୍ଥନା କଲୁ।


ଯେଉଁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ତାଙ୍କ ନିକଟରେ ଯୀଶୁ ଇହଜୀବନରେ ଅର୍ତ୍ତନାଦ କରି ଅଶୁ ଜଳ ଢାଳି ବିନତିପୂର୍ବକ ପ୍ରାର୍ଥନା କରିଥିଲେ। ସେ ନମ୍ର ଓ ଅନ୍ତରକ୍ତ ହୋଇଥିବାରୁ, ଈଶ୍ୱର ତାଙ୍କର ପ୍ରାର୍ଥନା ଶୁଣିଥିଲେ।


Swiv nou:

Piblisite


Piblisite