Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:51 - ପବିତ୍ର ବାଇବଲ (CL) NT (BSI)

51 କିନ୍ତୁ ଯୀଶୁ କହିଲେ, “ବନ୍ଦ କର!” ସେ ସଙ୍ଗେ ସଙ୍ଗେ ଲୋକଟିର କାନକୁ ଛୁଇଁ ତାକୁ ସୁସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 କିନ୍ତୁ ଯୀଶୁ ଉତ୍ତର ଦେଲେ, ଏତିକି ସହିଥାଅ; ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ।

Gade chapit la Kopi

ଓଡିଆ ବାଇବେଲ

51 କିନ୍ତୁ ଯୀଶୁ ଉତ୍ତର ଦେଲେ,ଏତିକି ସହିଥାଅ; ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଏତିକି ସହିଥାଅ;” ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ

51 ଯୀଶୁ କହିଲେ, “ବନ୍ଦ କର!” ତା'ପରେ ଯୀଶୁ ସେହି ଗ୍ଭକରଟିର କାନ ଛୁଇଁ ସୁସ୍ଥ କରିଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:51
8 Referans Kwoze  

ମୁଁ ପାଉଲ- ତୁମ୍ଭମାନଙ୍କୁ ମୋର ଏହି ବ୍ୟକ୍ତିଗତ ନିବେଦନ- କେହି କେହି କହନ୍ତି, “ମୁଁ ତୁମ୍ଭମାନଙ୍କ ନିକଟରେ ଥଲାବେଳେ ଅତି ନମ୍ର ଓ ଶାନ୍ତି, କିନ୍ତୁ ଦୂରକୁ ଚାଲିଗଲେ ଅତି କଠୋର।” ଖ୍ରୀଷ୍ଟଙ୍କ ନମ୍ରତା ଓ ସୌଜନ୍ୟର ଦୁହାଇ ଦେଇ ମୁଁ ତୁମ୍ଭମାନଙ୍କୁ ଅନୁନୟ କରି କହୁଛି,


ଅସତ୍ ଦ୍ୱାରା ପରାଜିତ ହୁଅ ନାହିଁ- ସମସ୍ତ ଅସତ୍ ବିଷୟକୁ ସଦାଚରଣ ଦ୍ୱାରା ଜୟ କର।


“ସେମାନଙ୍କ ସଙ୍ଗରେ ଥିବାବେଳେ ତୁମ ନାମର ଶକ୍ତିରେ ମୁଁ ସେମାନଙ୍କୁ ରକ୍ଷା କରିଥିଲି। ଶାସ୍ତ୍ର ବାକ୍ୟ ଅନୁଯାୟୀ ସେମାନଙ୍କୁ ରକ୍ଷା କରିଥିଲି। ଶାସ୍ତ୍ର ବାକ୍ୟ ଅନୁଯାୟୀ ସେମାନଙ୍କ ମଧ୍ୟରୁ ଯାହାର ପତନ ଘଟିବାର ଥିଲା, ତା’ ଛଡ଼ା ଆଉ କାହାକୁ ମୁଁ ହରାଇ ନାହିଁ।


ଏହା କହି ସେମାନଙ୍କ ମଧ୍ୟରୁ ଜଣେ ପ୍ରଧାନ ଯାଜକଙ୍କ ଦାସର ଡ଼ାହାଣ କାନ କାଟି ପକାଇଲା।


ତା’ପରେ ଯୀଶୁ ତାଙ୍କୁ ଧରିବା ପାଇଁ ଆସିଥିବା ମୁଖ୍ୟ ଯାଜକ, ମନ୍ଦିର ମହାରକ୍ଷୀ ଓ ଧର୍ମନେତାମାନଙ୍କୁ କହିଲେ, “ମୁଁ କ’ଣ ଜଣେ ଦସ୍ୟୁ ଯେ ତୁମେ ଖଣ୍ଡା ଓ ବାଡ଼ି ନେଇ ଆସିଛ?


କିନ୍ତୁ ପାଉଲ ଉଚ୍ଚ ସ୍ୱରରେ କହିଲେ, “ନିଜର କୌଣସି କ୍ଷତି କର ନାହିଁ। ଆମେ ସମସ୍ତେ ଏଠାରେ ଅଛୁ!”


Swiv nou:

Piblisite


Piblisite