Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:7 - ପବିତ୍ର ବାଇବଲ (CL) NT (BSI)

7 ଖମୀର ଶୂନ୍ୟ ରୋଟୀ ପର୍ବ ସମୟରେ ନିସ୍ତାର ଭୋଜି ନିମନ୍ତେ ମେଷ ବଳି କରିବାର ଦିନ ଆସିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୋଟୀ ପର୍ବର ସେହି ଦିନ ଉପସ୍ଥିତ ହେଲା;

Gade chapit la Kopi

ଓଡିଆ ବାଇବେଲ

7 ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;

Gade chapit la Kopi

ପବିତ୍ର ବାଇବଲ

7 ଖମୀରହୀନ ରୋଟୀ ପର୍ବର ଦିନଟି ଆସିଗଲା। ଏହି ଦିନ ଯିହୂଦୀମାନେ ନିସ୍ତାରପର୍ବର ମେଷଶାବକମାନଙ୍କୁ ବଳି ଦିଅନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:7
7 Referans Kwoze  

ତୁମ୍ଭମାନଙ୍କ ମଧ୍ୟରୁ ପାପରୂପ ପୁରୁଣା ଖମୀରକୁ ଦୂର କରି ସମ୍ପୂର୍ଣ୍ଣ ଶୁଚି ହୁଅ। ତାହାହେଲେ, ତୁମ୍ଭେମାନେ ଖମୀରଶୂନ୍ୟ ନିର୍ମଳ ମଇଦା ପରି ହେବ - ଅବଶ୍ୟ ମୁଁ ଜାଣେ, ତୁମ୍ଭେମାନେ ବର୍ତ୍ତମାନ ସେହିପରି ଅଛ। ନିସ୍ତାର ପର୍ବର ପ୍ରସ୍ତୁତି ସରିଛି। ଆମ ପରିତ୍ରାଣ ନିମନ୍ତେ ନିସ୍ତାର ପର୍ବର ମେଷଶାବକ ପରି ସ୍ୱୟଂ ଖ୍ରୀଷ୍ଟ ବଳି ରୂପେ ଉତ୍ସର୍ଗିତ ହୋଇଛନ୍ତି।


ନିସ୍ତାର ପର୍ବ ବା ଖମୀର ଶୂନ୍ୟ ରୋଟୀ ପର୍ବର ସମୟ ସନ୍ନିକଟ ହୋଇ ଆସିଲା।


ଯିହୂଦା ଏଥିରେ ରାଜି ହେଲା ଏବଂ ଲୋକଙ୍କ ଅଜ୍ଞତାରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବାର ଗୋଟିଏ ଭଲ ସୁଯୋଗ ଖୋଜିବାକୁ ଲାଗିଲା।


Swiv nou:

Piblisite


Piblisite