ଲୂକ ଲିଖିତ ସୁସମାଚାର 23:11 - ପବିତ୍ର ବାଇବଲ (CL) NT (BSI)11 ହେରୋଦ ଓ ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କରି ତାତ୍ସଲ୍ୟ କଲେ। ତା’ପରେ ସେମାନେ ତାଙ୍କୁ ଚକଚକିଆ ବସ୍ତ୍ର ପିନ୍ଧାଇ ଆଉ ଥରେ ପିଲାତଙ୍କ ନିକଟକୁ ପଠାଇଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ। Gade chapit laଓଡିଆ ବାଇବେଲ11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ। Gade chapit laପବିତ୍ର ବାଇବଲ11 ତା'ପରେ ହେରୋଦ ଓ ତାହାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦେଇ ସେମାନେ ଉପହାସ କଲେ। ତା'ପରେ ହେରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ। Gade chapit la |