Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:22 - ପବିତ୍ର ବାଇବଲ (CL) NT (BSI)

22 ପିଲାତ ତୃତୀୟ ଥର ସେମାନଙ୍କୁ କହିଲେ, “କିନ୍ତୁ ସେ କି ଦୋଷ କରିଛି? ସେ ମୃତ୍ୟୁ ଭୋଗିବା ଭଳି କୌଣସି କାର୍ଯ୍ୟ କରିଥିବା ମୁଁ ଦେଖି ନାହିଁ। ମୁଁ ତାକୁ କୋରଡ଼ା ପ୍ରହାର କରି ଛାଡ଼ି ଦେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ତର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା।

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି ? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା।

Gade chapit la Kopi

ପବିତ୍ର ବାଇବଲ

22 ତୃତୀୟ ଥର ପାଇଁ ପୀଲାତ ସେମାନଙ୍କୁ କହିଲେ, “କାହିଁକି, ସେ କ’ଣ ଭୁଲ୍ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ମୁଁ କୌଣସି କାରଣ ଦେଖି ପାରୁ ନାହିଁ। ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବା ପରେ ମୁଁ ତାହାଙ୍କୁ ଛାଡ଼ି ଦେବି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 23:22
8 Referans Kwoze  

“ତୁମେ ଏହି ଲୋକକୁ ମୋ’ ନିକଟକୁ ଆଣିଛ ଓ ସେ ଜନତାକୁ ବିଭ୍ରାନ୍ତ କରୁଥିଲା ବୋଲି କହୁଛ। ମୁଁ ତାକୁ ପରୀକ୍ଷା କଲି; କିନ୍ତୁ ତୁମେ ଅଭିଯୋଗ କରିଥିବା କୌଣସି ଦୋଷ ତା’ଠାରେ ପାଉ ନାହିଁ।


ତୁମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ କଢ଼ାଇ ଆଣିବା ପାଇଁ ଖ୍ରୀଷ୍ଟ ନିଜେ ଧାମର୍ମିକ ହୋଇ ଅଧାର୍ମିକମାନଙ୍କ ପାପର ପ୍ରାୟଶ୍ଚିତ ନିମନ୍ତେ ନିଜର ପ୍ରାଣ ଦେଲେ। ଏହି ପ୍ରାୟଶ୍ଚିତ ସେ ଏକାଥରକେ ଅନନ୍ତ କାଳ ପାଇଁ ସାଧନ କରିଛନ୍ତି। ସେ ଶାରୀରିକ ଭାବରେ ହତ ହେଲେ, କିନ୍ତୁ ଆତ୍ମିକ ଭାବରେ ସଞ୍ଜୀବିତ ହେଲେ


କିନ୍ତୁ ତାହା ନିର୍ଦ୍ଦୋଷ, ନିଷ୍ଳକଙ୍କ ମେଷଶାବକ ତୁଲ୍ୟ ଖ୍ରୀଷ୍ଟଙ୍କ ଆତ୍ମବଳିର ଅମୂଲ୍ୟ ରକ୍ତ।


ପିଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ଲୋକମାନଙ୍କୁ ଆଉ ଥରେ ବୁଝାଇଲେ।


ତେଣୁ ମୁଁ ତାକୁ କୋରଡ଼ା ମାଡ଼ ଦେଇ ଛାଡ଼ି ଦେବି।”


ତା’ପରେ ପିଲାତ ମୁଖ୍ୟ ଯାଜକ ଓ ଜନତାଙ୍କୁ କହିଲେ, “ଏ ଲୋକକୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ମୁଁ କୌଣସି କାରଣ ପାଉ ନାହିଁ।”


କିନ୍ତୁ ସେମାନେ ଚିକ୍ରାର କରି କହିଲେ, “ତାକୁ କ୍ରୁଶରେ ଚଢ଼ାଅ! ତାକୁ କ୍ରୁଶରେ ଚଢ଼ାଅ!”


କିନ୍ତୁ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇବା ପାଇଁ ସେମାନେ ଖୁବ୍ ଜୋର୍ରେ ଚିକ୍ରାର କଲେ, ଶେଷର ସେମାନଙ୍କ ଚିକ୍ରାରର ଜୟ ହେଲା।


Swiv nou:

Piblisite


Piblisite