Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:41 - ପବିତ୍ର ବାଇବଲ (CL) NT (BSI)

41 ଅବଶ୍ୟ ଆମ ପକ୍ଷେ ଏହା ଯଥାର୍ଥ, କାରଣ ଆମେ ଯାହା କରିଅଛୁ, ତାହାର ସମୁଚିତ ଦଣ୍ଡ ଭୋଗୁଛୁ; କିନ୍ତୁ ସେ କୌଣସି ଦୋଷ କରି ନାହାନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆଉ, ଆମ୍ଭେମାନେ ସିନା ନ୍ୟାୟ ଭାବରେ ଦଣ୍ତ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

41 ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାଁନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

41 ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ୟ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 23:41
19 Referans Kwoze  

କିନ୍ତୁ ତାହା ନିର୍ଦ୍ଦୋଷ, ନିଷ୍ଳକଙ୍କ ମେଷଶାବକ ତୁଲ୍ୟ ଖ୍ରୀଷ୍ଟଙ୍କ ଆତ୍ମବଳିର ଅମୂଲ୍ୟ ରକ୍ତ।


ଯେତେବେଳେ ପିଲାତ ଦେଖିଲେ ଯେ ସେମାନଙ୍କୁ ଆଉ କହି କିଛି ଲାଭ ନାହିଁ, ବରଂ ଶାନ୍ତି ଭଙ୍ଗର ଆଶଙ୍କା ଅଛି, ସେ ଅଳ୍ପ ଜଳ ନେଇ, ଲୋକମାନଙ୍କ ସମ୍ମୁଖରେ ହାତ ଧୋଇ ପକାଇ କହିଲେ, “ଏ ବ୍ୟକ୍ତିଙ୍କ ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ଏହା ତୁମର କାମ।”


“ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କ ପ୍ରତି ବିଶ୍ୱାସଘାତକତା କରି ମୁଁ ବଡ଼ ପାପ କରିଛି।” ସେମାନେ ଉତ୍ତର ଦେଲେ, “ଆମର ସେଥିରେ କଅଣ ଅଛି? ତା’ ତୁମ ନିଜର କଥା।”


ଅତଏବ, ଈଶ୍ୱରଙ୍କ ନିକଟରେ ନିଜକୁ ସମର୍ପଣ କର। ଶୟତାକୁ ପ୍ରତିରୋଧ କର। ତାହାହେଲେ, ସେ ତୁମ୍ଭମାନଙ୍କ ନିକଟକୁ ପଳାୟନ କରିବ।


ଯୀଶୁଙ୍କୁ ଜଗି ରହିଥିବା ସେନାପତି ଓ ସୈନ୍ୟମାନେ ଭୂମିକମ୍ପ ଓ ଅନ୍ୟାନ୍ୟ ଘଟଣା ଦେଖି ଭୟଭୀତ ହେଲେ। ସେମାନେ କହିଲେ, “ଏ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର।”


ପିଲାତ ବିଚାରାଳୟରେ ବସିଥିବା ବେଳେ ତାଙ୍କ ପତ୍ନୀ ଗୋଟିଏ ବାର୍ତ୍ତା ପଠାଇଲେ: “ସେହି ନିର୍ଦ୍ଦୋଷ ଲୋକଟିକୁ କିଛି କର ନାହିଁ। କାଲି ରାତିରେ ଗୋଟିଏ ସ୍ୱପ୍ନରେ ତାଙ୍କ ପାଇଁ ମୁଁ ବହୁତ ଦୁଃଖ ଅନୁଭବ କରିଛି।”


କିନ୍ତୁ ଅନ୍ୟ ଜଣକ ତାକୁ ଅନୁଯୋଗ କରି କହିଲା, “ତୁ କ’ଣ ଈଶ୍ୱରଙ୍କୁ ଭୟ କରୁ ନାହୁଁ? ସେ ଯେଉଁ ଦଣ୍ଡ ପାଇଛନ୍ତି, ତୁ ମଧ୍ୟ ଠିକ୍ ସେହି ଦଣ୍ଡ ଭୋଗୁଛୁ।


ପୁଣି ସେ ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ନିଜ ରାଜ୍ୟରେ ପ୍ରବେଶ କରିବେ, ଦୟା କରି ମୋତେ ସ୍ମରଣ କରିବେ।”


ତୁମ୍ଭେମାନେ ଓ ସ୍ୱୟଂ ଈଶ୍ୱର ଆମର ସାକ୍ଷୀ - ତୁମ ପରି ବିଶ୍ୱାସୀମାନଙ୍କ ନିକଟରେ ଆମର ଆଚରଣ ନିର୍ମଳ, ନ୍ୟାୟସଙ୍ଗତ ଦୋଷଶୂନ୍ୟ ଥିଲା।


ସେ ଦୁଃଖ ଭୋଗ କରିବା ସମୟରେ ପ୍ରତିଶୋଧ ନେବାକୁ ଭୟ ଦେଖାଇ ନ ଥିଲେ; କେବଳ ନ୍ୟାୟ ବିଚାରକର୍ତ୍ତା ଈଶ୍ୱରଙ୍କ ଉପରେ ପୂର୍ଣ୍ଣ ଭରସା ରଖିଥଲେ।


Swiv nou:

Piblisite


Piblisite