ଲୂକ ଲିଖିତ ସୁସମାଚାର 23:53 - ପବିତ୍ର ବାଇବଲ (CL) NT (BSI)53 ତା’ପରେ ଯୀଶୁଙ୍କ ଶରୀରକୁ ଓହ୍ଲାଇ ଆଣି ଗୋଟିଏ ସୂକ୍ଷ୍ମ ଚାଦରରେ ଗୁଡ଼ାଇଦେଲେ ଏବଂ ପାହାଡ଼ରେ ଖୋଳାଯାଇଥିବା ଏକ ଅବ୍ୟବହୃତ ସମାଧି ମଧ୍ୟରେ ତାକୁ ରଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)53 ପୁଣି ତାହା ଓହ୍ଲାଇଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖା ଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧିରେ ତାହାଙ୍କୁ ଥୋଇଲେ। Gade chapit laଓଡିଆ ବାଇବେଲ53 ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧିରେ ତାହାଙ୍କୁ ଥୋଇଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧି-ସ୍ଥାନରେ ତାହାଙ୍କୁ ଥୋଇଲେ। Gade chapit laପବିତ୍ର ବାଇବଲ53 ତେଣୁ ଯୋଷେଫ ଯୀଶୁଙ୍କ ଶରୀରକୁ କ୍ରୁଶ ଉପରୁ ତଳକୁ ଓହ୍ଲାଇ ଆଣିଲେ। ତାହା ଗୋଟିଏ ଲୁଗାରେ ସେ ଘୋଡ଼ାଇ ଦେଲେ। ସେ ଯୀଶୁଙ୍କ ଶରୀରକୁ ନେଇ ପାହାଡ଼ କାନ୍ଥରେ ଖୋଳା ହୋଇଥିବା ଓ ପୂର୍ବରୁ କେବେ ବ୍ୟବହୃତ ହୋଇ ନ ଥିବା କବର ମଧ୍ୟରେ ରଖିଲେ। Gade chapit la |