Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:8 - ପବିତ୍ର ବାଇବଲ (CL) NT (BSI)

8 ସେ ଯୀଶୁଙ୍କୁ ଦେଖି ଅତି ଆନନ୍ଦିତ ହେଲେ, କାରଣ ସେ ତାଙ୍କ ବିଷୟରେ ଶୁଣିଥିଲେ। ଯୀଶୁଙ୍କ କୌଣସି ଅଲୌକିକ କାର୍ଯ୍ୟ ଦେଖିବାକୁ ତାଙ୍କର ଆଶା ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟ; ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି ତାହାଙ୍କ ଦ୍ଵାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

8 ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ହେରୋଦ ଯୀଶୁଙ୍କୁ ଦେଖି ବହୁତ ଖୁସୀ ହୋଇଗଲେ। ହେରୋଦ ଯୀଶୁଙ୍କ ବିଷୟରେ ସବୁକଥା ଶୁଣି ସାରିଥିଲେ। ବହୁ ଆଗରୁ ଯୀଶୁଙ୍କୁ ଦେଖିବାକୁ ସେ ଇଚ୍ଛା କରିଥିଲେ। ହେରୋଦ ଯୀଶୁଙ୍କର ଗୋଟିଏ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଥିଲେ। ତେଣୁ ସେ ଆଶା କରୁଥିଲେ ଯେ, ତାହାଙ୍କ ଆଗରେ ଯୀଶୁ କିଛି ଆଶ୍ଚର୍ଯ୍ୟକର୍ମ ପ୍ରଦର୍ଶନ କରିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:8
8 Referans Kwoze  

ଏ ସମସ୍ତ ବିଷୟ ରାଜା ହେରୋଦ ଶୁଣିଲେ, କାରଣ ଯୀଶୁଙ୍କ ସୁଖ୍ୟାତି ଚତୁର୍ଦ୍ଦିଗରେ ବ୍ୟାପି ଯାଇଥିଲା। କେତେକ କହୁଥିଲେ, “ଦୀକ୍ଷାଦାତା ଯୋହନ ପୁନର୍ଜୀବିତ ହୋଇଛନ୍ତି। ସେଥିପାଇଁ ଏସବୁ ଅଲୌକିକ କାର୍ଯ୍ୟ କରିବାକୁ ସେ ଶକ୍ତି ଲାଭ କରିଛନ୍ତି।”


ସେହି ସମୟରେ ଗାଲିଲୀର ଶାସକ ହେରୋଦ ଯୀଶୁଙ୍କ ବିଷୟରେ ଶଉଣିଲେ।


ତେଣୁ ସେ ପିତର ଯୋହନଙ୍କୁ ଟଙ୍କା ଯାଚି କହିଲା, “ମୁଁ ଅନ୍ୟମାନଙ୍କ ଉପରେ ହାତ ରଖିଲେ, ସେମାନେ ଯେପରି ପବିତ୍ରଆତ୍ମା ପାଇପାରନ୍ତି, ଏଥିପାଇଁ ମୋତେ ଏହି ଶକ୍ତି ଦିଅନ୍ତୁ।”


ସେ ସେମାନଙ୍କୁ କହିଲେ, “ମୁଁ ନିଶ୍ଚୟ ଜାଣେ ଯେ ତୁମ୍ଭେମାନେ ମୋ’ ପ୍ରତି ଏହି ଉକ୍ତିଟି ପ୍ରୟୋଗ କରି କହିବ, ‘ହେ ଚିକିତ୍ସକ, ନିଜକୁ ସୁସ୍ଥ କର।’ କପର୍ନାହୁମରେ ଯାହା ସବୁ କରାଯାଇଛି ବୋଲି ତୁମ୍ଭେମାନେ ଶୁଣିଛ, ସେସବୁ ମୋର ଜନ୍ମ ସ୍ଥାନରେ କରିବା ପାଇଁ ତୁମ୍ଭେମାନେ ମୋତେ କହିବ।”


ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ଓ ସମବେତ ଜନତାକୁ ଆହ୍ୱାନ କରି କହିଲେ, “ଯେ କେହି ମୋ’ ସଙ୍ଗରେ ଆସିବାକୁ ଚାହେଁ, ସେ ସ୍ୱାର୍ଥତ୍ୟାଗୀ ହେଉ ଓ ନିଜର କ୍ରୁଶ ବହନ କରି ମୋ’ ପଛେ ପଛେ ଆସୁ।


Swiv nou:

Piblisite


Piblisite